Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Browsing Category
Weather Report
News about state of the atmosphere
ଲଘୁଚାପ ଦାନା ବାନ୍ଧୁଛି
ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଏପରି କି ଉପକୂଳ ଓଡ଼ିଶାରେ ମଧ୍ୟ…
ପ୍ରବଳ ବର୍ଷା , ଶିକ୍ଷାନୁଷ୍ଠାନ ବନ୍ଦ
ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସୋମବାର ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତିନିଟି ରାଜ୍ୟ ଯଥା ମହାରାଷ୍ଟ୍ର, ଗୋଆ ଓ କେରଳ ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ଆଗାମୀ ଦୁଇ ତିନି ଦିନ ମଧ୍ୟରେ ଏହି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ପକ୍ଷରୁ…
ଲଘୁଚାପ ସୃଷ୍ଟି
ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…
୨୪ ଘଣ୍ଟାରେ ପ୍ରବଳ ବରଷିବ
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର…
ପ୍ରବଳ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି…
ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ ।୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ପାଇଁ ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି।
ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ,…
ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ ରାୟଗଡ଼ା ରେ ୫୨ ମିମି ରେକର୍ଡ କରାଯାଇଛି।ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା…
ଲୁଚକାଳି ଖେଳୁଛି ମୌସୁମୀ !
ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା…
ଆସନ୍ତା ୪୮ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା 48 ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଅଛି। ବିଶେଷ ଭାବେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। 13 ତାରିଖରେ କୋରାପୁଟ, ରାୟଗଡ଼ା,…