Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Weather Report
News about state of the atmosphere
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି
ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି
ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ…
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର…
ଆଜି ପ୍ରବଳ ବର୍ଷିବ
ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ‘ୱିଫାର’ ପ୍ରଭାବରେ ଉତ୍ତର ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୪ତାରିଖରୁ ବର୍ଷା…
ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା
ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି,…
23ରୁ ପ୍ରବଳ ବର୍ଷା
ମୌସୁମୀ ଦୁର୍ବଳ ଥିବାରୁ ବାୟୁମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପର ପ୍ରତିକ୍ରିୟାଶୀଳତା ବୃଦ୍ଧି ଯୋଗୁ ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ସକାଳ…
24 ରେ ଆଉ ଏକ ଲଘୁଚାପ
ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଦିନରେ ଖରା ଓ ଅପରାହ୍ଣରେ ବର୍ଷା ଜାରି ରହିଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ଜାରି ରହିବ। ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ…
ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ସେହିପରି ଆହୁରି ୫ ଦିନ ବର୍ଷା…
ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ପୂର୍ବ ଉତ୍ତର ପ୍ରଦେଶରେ ପହଞ୍ଚିବ। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ,…
ଆଜି ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଥିଲା। ଆଗକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ…