Browsing Category

Weather Report

News about state of the atmosphere

୧୪ରେ ଲଘୁଚାପ

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରୁ ବର୍ଷା ଉଭାନ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପୂର୍ବାନୁମାନ କରିଛି । ତେବେ ୧୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ ବୋଲି କୃଷି ପାଣିପାଗବିତ୍ ଡ.ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।ସୋମବାର ଭୁବନେଶ୍ୱରରେ…

ମୌସୁମୀ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ, ସବୁଠି ପସିଲା ପାଣି

ମୌସୁମୀ ବର୍ଷାରେ ମାୟାନଗରୀ ମୁମ୍ବାଇର ସ୍ଥିତି ବେହାଲ ହୋଇଛି । ମୁମ୍ବାଇରେ ଗତ ୬ ଘଣ୍ଟା ମଧ୍ୟରେ ୩୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଫଳରେ ପୁରା ସହର ଜଳମଗ୍ନ ହୋଇଯାଇଛି । ରେଲୱେ ଟ୍ରାକଠାରୁ ଆରମ୍ଭ କରି ରାସ୍ତାଘାଟ, ଘର ସବୁଠି ପଶିଛି ବର୍ଷା ପାଣି  । ପୁରା ସହର ଯେମିତି କୃତ୍ରିମ…

୫ଦିନ ହାଲୁକା ବର୍ଷା

ଶ୍ରୀକ୍ଷେତ୍ରରେ ଆଜି ମେଘୁଆ ପାଗ ରହିବା ସହ ଝିପିଝିପି ବର୍ଷା ପଡ଼ିଛି। ଶୁଖିଲା ପାଗ ଓ ପ୍ରବଳ ଗୁଳୁଗୁଳି ମଧ୍ୟରେ ମହାପ୍ରଭୁଙ୍କ ଘୋଷଯାତ୍ରାର ପ୍ରଥମ ଦିନ ଶେଷ ହୋଇଛି। ଅଧା ବାଟରେ ଅଟକି ରହିଥିବା ତିନି ରଥଙ୍କୁ ସୋମବାର ସରଧାବାଲିକୁ ଟାଣି ନିଆଯିବ। ଏହି ସମୟ ମଧ୍ୟରେ ପୁରୀରେ ମଧ୍ୟମରୁ…

ରାଜଧାନୀରେ ପ୍ରବଳ ବର୍ଷା

ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି ରଥଯାତ୍ରା ଥିବାରୁ ଭକ୍ତ ଇସ୍କନ ମନ୍ଦିରରେ ଭକ୍ତମାନଙ୍କ ଗହଳି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୬ ଜିଲ୍ଲାକୁ ୟେଲୋ…

୫ ଦିନ ପର୍ୟ୍ୟନ୍ତ ବର୍ଷା,୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି…

୬ ତାରିଖରୁ ସାରା ରାଜ୍ୟରେ ବର୍ଷା

ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ପ୍ରାୟ ସମସ୍ତ ଜିଲାରେ ବର୍ଷା ହେଉଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି। ତେବେ ବଙ୍ଗୋପସାଗରରେ ଏବେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା ୬ ତାରିଖରୁ ସାରା ରାଜ୍ୟରେ ବର୍ଷାର…

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ,ଜିରୋ କାଜୁଆଲିଟି ନୀତି ଗ୍ରହଣ କରିବାକୁ…

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ । ବର୍ଷା ଦିନରେ ବନ୍ୟା ପରିସ୍ଥିତି ମୁକାବିଲା ଦିଗରେ ଆବଶ୍ୟକୀୟ ପଦକ୍ଷେପ ନୋବକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏସଆରସି ଓ ଅନ୍ୟ ଅଧିକାରୀମାନଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଅଳ୍ପ…

ଆସୁଛି ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା…

ଜୁନ୍ ୧୧ରୁ ୨୭ ତାରିଖ ମଧ୍ୟରେ ଦେଶରେ ସ୍ବାଭାବିକ ବର୍ଷା ଠାରୁ କମ୍ ବର୍ଷା

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଦେଶକୁ ଛୁଇଁଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ମୌସୁମୀ ବାୟୁ ଏହାର ଧାର୍ଯ୍ୟ ସମୟର ୬ଦିନ ପୂର୍ବରୁ ସମଗ୍ର ଦେଶକୁ ଛୁଇଁଛି। ଜୁଲାଇ ୮ରେ ମୌସୁମୀ ବାୟୁ ସମଗ୍ର ଦେଶକୁ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଥିଲା।…