Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା…
କାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବାର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।ସୂଚନାନୁଯାୟୀ, ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ୨୯…
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ, ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ…
୫ ଦିନ ପ୍ରବଳ ବର୍ଷା
ଆସନ୍ତା ୫ ଦିନ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ…
ପ୍ରବଳ ବର୍ଷିବ
ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ଦିଗରେ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଦେଇ ଗତି କରିବ। ସେହିପରି ମନସୁନ୍ ଟ୍ରପ୍ ଲାଇନ୍ ବଙ୍ଗୋସାଗରର ଦକ୍ଷିଣ-ପୂର୍ବରୁ ଉତ୍ତର-ପୂର୍ବ ଦିଗରେ ବ୍ୟାପିଛି। ଏହା…
ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ପାଣିପାଗ ବିଜ୍ଞାନୀମାନଙ୍କର ପୂର୍ବାନୁମାନ…
ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସମ୍ବଲପୁର, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ,…
7 ଜିଲ୍ଲାରେ ଅତି ପ୍ରବଳ ବର୍ଷା
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣିବଳୟ ପ୍ରଭାବରେ ଆଜି 7 ଜିଲ୍ଳାକୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର , ଦେବଗଡ଼ , ଅନୁଗୁଳ , କେନ୍ଦୁଝର , ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣି ଜାରି ହୋଇଛି । ଆସନ୍ତା 4 ଦିନ ଯାଏଁ ରାଜ୍ୟରେ…
ବଙ୍ଗୋପସାଗରରେ ଲଘୁଚାପ
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।ଆସନ୍ତା…
୪ଦିନ ଯାଏଁ ରାଜ୍ୟରେ ବର୍ଷା
ଆଜିଠାରୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ଅନୁସାରେ, ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ଆଜିଠାରୁ…