Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Weather Report
News about state of the atmosphere
ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି , ଆକାଶ ମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ
ଲଗାଣ ବର୍ଷା ପରେ ଏବେ ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ବାଲେଶ୍ଵର ଜିଲ୍ଲାର ବାଲିଆପାଳ, ଭୋଗରାଇ , ଜଳେଶ୍ଵର ଏବଂ ବସ୍ତା ବ୍ଲକର ଶହ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣରେଖାର ବନ୍ୟା ଜଳରେ ଏବେ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଛି। ଗାଁ ଗାଁରେ ଅଣ୍ଟାଏ ଉଚ୍ଚର ପାଣି…
ସାରା ରାଜ୍ୟ ଭିଜୁଛି
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ…
ବାଦଲ ଫଟା ବର୍ଷା
ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ…
ଦୁର୍ବଳ ହେଉଛି ଲଘୁଚାପ
ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…
୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା
ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ,…
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ: ଆଜି ଖୋଲିବ କୋଲାବ ଜଳଭଣ୍ଡାର ଗେଟ୍
ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ଵର, ଭଦ୍ରକ , ସୁନ୍ଦରଗଡ, ଦେବଗଡ ଏବଂ…
୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା
ଦକ୍ଷିଣପୂର୍ବ ବାଂଲାଦେଶ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଅବପାତରେ ପରିଣତ ହୋଇଛି। ରାତି ୮ଟା ସୁଦ୍ଧା ଅବପାତଟି ବାଂଲାଦେଶର ପାଟୁଆଖଲିର ଦକ୍ଷିଣପୂର୍ବକୁ ୬୦ କିମି, ପଶ୍ଚିମବଙ୍ଗର କାନ୍ନିଙ୍ଗର ପୂର୍ବ ଦିଗକୁ ୨୨୦ କିମି ଓ କଲିକତାର…
ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ…
ପ୍ରବଳ ବର୍ଷା
ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ…
ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି
ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବର୍ତ୍ତମାନ ମିଆଁମାର ପାଖାପାଖି ଅଞ୍ଚଳରେ ଏହି ଘୁର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତୀ ବଙ୍ଗଳାଦେଶ ବା ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଆସିବାର…