Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢ଼ିବ
ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୬…
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ସମୟ ମଧ୍ୟରେ…
ଆଜିଠୁ ବଦଳିବ ପାଗ ,କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗର ୱାର୍ଣ୍ଣି
ଆଜିଠୁ ବଦଳିବ ପାଗ । କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗର ୱାର୍ଣ୍ଣି । ୧୫ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ନେଇ ଆକଳନ । କୁଆପଥର ବର୍ଷା ସହ ୪୦ କିଲୋମିଟର ପର୍ଯ୍ୟନ୍ତ ବହିପାରେ ପବନ । ଟ୍ରପ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୫ ତାରିଖ ଯାଏ ରାଜ୍ୟରେ ବର୍ଷା…
ଆଜିଠୁ ବଦଳିପାରେ ପାଣିପାଗର ମିଜାଜ,୫ ଦିନ ଯାଏଁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି
ରାଜ୍ୟରେ ଟାଇଁ ଟାଇଁ ଖରା ହେଉଥିବା ବେଳେ ଆଜିଠୁ ବଦଳିପାରେ ପାଣିପାଗର ମିଜାଜ । ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨ ଦିନ ଯାଏଁ ଖରା ସହିତ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା…
ଆଜିଠୁ ରାଜ୍ୟରେ ୨ରୁ ୩ ଡିଗ୍ରୀ କମିବ ତାପମାତ୍ରା
ଆଜିଠୁ ରାଜ୍ୟରେ କମିବ ତାତି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି। ରବିବାର ୮ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୮ ଡିଗ୍ରୀ ସହ ବୌଦ୍ଧ…
୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ
କାଳବୈଶାଖୀ ବର୍ଷାରେ କିଛି ପରିମାଣରେ କମିଥିବା ତାତି ପୁଣି ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବୋଚ୍ଚ ୪୩ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏହି ସହର ବିଶ୍ବରେ ଅଷ୍ଟମ ସ୍ଥାନରେ ରହିଛି। ନାଇଜେରିଆ ଓ କାମେରୁନ୍ର ୭ଟି ସହର ତାଲିକାର ଶୀର୍ଷରେ ରହିଛନ୍ତି। ଏପଟେ…
ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି,ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି, ଅସହ୍ୟ ଗରମରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ । ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମସ୍ତ ଜିଲ୍ଲା ଗୁଡ଼ିକ ହେଉଛି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ…
ଆଜି ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାରେ ହିଟ୍ୱେଭ୍ ନେଇ ୟେଲୋ ୱାର୍ଣ୍ଣିଂ ଜାରି
କିଛି ଦିନର ଆଶ୍ବସ୍ତି ପରେ ପୁଣି ଫେରିଲା ତାତି । ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମପ୍ରବାହ କରୁଛି କଲବଲ । ଆଗାମୀ ତିନି ଦିନ ପର୍ଯ୍ୟନ୍ତ ହିଟୱେଭ ସର୍ତକତା ଜାରି ହୋଇଛି । ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷା ହେବ । ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ…
ଆଜିଠୁ ବଢିବ ତାତି
ଆଜିଠୁ ବଢିବ ତାତି । ହିଟ ୱେଭ ପାଇଁ ସତର୍କତା ଜାରି କଲା ପାଣିପାଗ ବିଭାଗ । ୨୯ ତାରିଖ ରେ ଫେରିବ ହିଟ ୱେଭ । ଆଗାମୀ ୭ ଦିନ ପାଗ ବିଶେଷ ଶୁଖିଲା ରହିବ। ଆଗାମୀ ୫ ଦିନ ତାପମାତ୍ରା ଧୀରେ ଧୀରେ ବଢିବାର ସମ୍ଭାବନା ରହିଛି । ବର୍ତ୍ତମାନ ତାପମାତ୍ରା ସ୍ୱଭାବିକ ତାପମାତ୍ରା ଠାରୁ ୨ ରୁ ୩ ଡିଗ୍ରୀ…
୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ
୨୯ରୁ ପୁଣି କଲବଲ କରିବ ଗ୍ରୀଷ୍ମ ଲହରୀ। ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡିକୁ ଏ ନେଇ ସତର୍କ କରାଯାଇଛି। ୪ ଦିନରେ ରାଜ୍ୟରେ ୬ ଡିଗ୍ରୀ ଯାଏ ତାପମାତ୍ରା ବଢ଼ିବ। ରାତିର ତାପମାତ୍ରା ୨ ଦିନ ଭିତରେ ୩ ଡିଗ୍ରୀ ଯାଏ ବଢ଼ିବ।
ଳବୈଶାଖୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ପ୍ରବଳ ବର୍ଷା…