Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Weather Report
News about state of the atmosphere
4 ଯାଏ ଶୁଖିଲା ପାଗ
ମନସୁନ୍ ଟ୍ରଫ୍ ଲାଇନ ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଦିଗରେ ବ୍ୟାପିଛି। ସେହିପରି ଆସନ୍ତା ୫ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।…
୪ରୁ ପ୍ରବଳ ବର୍ଷିବ
ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’
ଆରବ ସାଗର ପଟୁ ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଆଶଙ୍କା କରାଯାଉଛି ଯେ, ଏହି ସାମୁଦ୍ରିକ ଝଡ଼ ସୌରାଷ୍ଟ୍ର ଏବଂ କଚ୍ଚ ଦେଇ ଅତିକ୍ରମ କରିବ। ଘଣ୍ଟା ପ୍ରତି…
ନିଧୁମ ଛେଚିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଏହା ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି) ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ…
ତିନି ଦିନ ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ଆଜିଠୁ ନିର୍ଧୁମ ଛେଚିବ। ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼,…
ନିର୍ଧୁମ ଛେଚିବ
ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର…
ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା…
କାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବାର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।ସୂଚନାନୁଯାୟୀ, ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ୨୯…
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ, ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ…
୫ ଦିନ ପ୍ରବଳ ବର୍ଷା
ଆସନ୍ତା ୫ ଦିନ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ…