Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
କମିଲା କାଳବୈଶାଖୀ ପ୍ରକୋପ, ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା
କମିଲା କାଳବୈଶାଖୀ ପ୍ରକୋପ। ଆଜିଠୁ ରାଜ୍ୟରେ ପୁଣି ବଢିବ ତାପମାତ୍ରା। ପୁଣିଥରେ ତାତି କରିବ କଲବଲ । ଆସନ୍ତା ତିନିଦିନ ଭିତରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସୂଚନା ଅନୁସାରେ, ରାଜ୍ୟରେ…
ରାଜ୍ୟରେ କାଳବୈଶାଖୀ
ଅଧିକାଂଶ ଅଞ୍ଚଳରେ କାଳ ବୈଶାଖୀ ହେବ । ଆସନ୍ତା ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ୪ରୁ ୬ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ତେବେ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ହେବା ନେଇ ସତର୍କ କରାଯାଇଛି ।…
ଆଉ ୩ ଦିନ କାଳବୈଶାଖୀ
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…
୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ। ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ…
୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ
ରାଜ୍ୟରେ ବେଶ୍ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…
ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା
ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ…
ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ
ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଦେଖାଯାଇଛି। ଉପଖଣ୍ଡର ରାଇରଙ୍ଗପୁର ପୌରପରିଷଦ, ରାଇରଙ୍ଗପୁର ବ୍ଲକ୍, ବିଜାତଳା, କୁସୁମୀ, ଜାମଦା, ବହଳଦା ପ୍ରଭୃତି ବ୍ଳକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ଝଡ଼ ତୋଫାନ, ବର୍ଷା ସହିତ କୁଆ ପଥର ମାଡ…
ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…
ହିଟୱେଭରୁ ମିଳିବ ଆଶ୍ବସ୍ତି, ୨୧ ରୁ ୨୨ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ନେଇ ସତର୍କତା
ଭୀଷଣ ଗ୍ରୀଷ୍ମଲହରୀ ବା ହିଟୱେଭ୍ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ଓଡ଼ିଶାର ପଶ୍ଚିମଭାଗ ସମେତ ସାରା ରାଜ୍ୟ ଖରା ଓ ଗୁଳୁଗୁଳିରେ ଛଟପଟ ହେଉଥିବାବେଳେ କାଳବୈଶାଖ ପ୍ରଭାବରେ ଆଜିଠାରୁ ୨୩ ତାରିଖ ଯାଏ ଏଥିରୁ ଆଶ୍ବସ୍ତି ମିଳିପାରେ। ୨୦ ତାରିଖ ସକାଳ ଯାଏ ବାଲେଶ୍ବର, ଭଦ୍ରକ, ଯାଜପୁର,…
୨୦ ରୁ ୨୨ କାଳବୈଶାଖୀର ପ୍ରଭାବରେ ଜାରି ରହିବ ବର୍ଷା
ପୁଣି କଲବଲ କଲା ତାତି । ବୌଦ୍ଧ ଆଜି ବି ରାଜ୍ୟର ତତଲା ସହର ପାଲଟିଛି । ବୌଦ୍ଧ ଲଗାତାର ଦ୍ବିତୀୟ ଦିନ ପାଇଁ ୪୩ ଡିଗ୍ରୀ ଅତିକ୍ରମ କରିଛି। ବରଗଡ, ଅନୁଗୁଳ ଓ ମାଲକାନଗିରିରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ରହିଛି । ଦୁଇ…