Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
୨୪ ଘଣ୍ଟାରେ ପ୍ରବଳ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇଛି । ୩ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗର ଆକଳନ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବାଲେଶ୍ଵର,…
୩୧ ଯାଏଁ ପ୍ରବଳ ବର୍ଷା
ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ଜଣାପଡିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ…
ଆସନ୍ତା ୩ ତାରିଖ ଯାଏଁ ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା
ଆସନ୍ତା ୩ ତାରିଖ ଯାଏଁ ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରହିଛି। ଏନେଇ ଜିଲା ପ୍ରଶାସନକୁ ସତର୍କ ରହିବାକୁ ଏସ୍ଆର୍ସିଙ୍କ ପକ୍ଷରୁ କୁହାଯାଇଛି। ସେହିପରି କ୍ଷୟକ୍ଷତି ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦେଶ ଦେଇଛନ୍ତି। ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,…
ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଗତ ୨୪ ଘଣ୍ଟା ଧରି ଗୋଟିଏ ଜାଗାରେ ସ୍ଥିର ରହିଛି। ସମୁଦ୍ର ପତ୍ତନର ୭.୬କିମି ଉଚ୍ଚାରେ ରହିଥିବା ଏହି କ୍ଷେତ୍ର ଦକ୍ଷିଣପଶ୍ଚିମ ଆଡକୁ ଢଳି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସମ୍ଭାବନା ରହିଛି।…
ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ
ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ। କୋରାପୁଟ ଓ ମାଲକାନଗିରିରେ ଲାଗିରହିଛି ବର୍ଷା। ଫଳରେ ଗୋଦାବରୀ ନଦୀ ଫୁଲିବାରେ ଲାଗିଛି। ତଳିଆ ଅଞ୍ଚଳର ଲୋକ ଭୟଭୀତ ହୋଇ ରହିଛନ୍ତି। କୋରାପୁଟ ଜିଲ୍ଲାରେ ୧୨ଦିନ ହେଲା ଲାଗିରହିଛି ବର୍ଷା। ଗତକାଲି କୋରାପୁଟରେ ରେକର୍ଡ ପରିମାଣର ବର୍ଷା ହୋଇଛି। ଗୋଟିଏ…
ପ୍ରବଳ ବର୍ଷିବ
ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ…
ଭାସିଲା ମାୟାନଗରୀ
ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଏନେଇ ଅନେକ ଏଜେନ୍ସି ପକ୍ଷରୁ ସତର୍କତା ଜାରି କରାଯାଇଛି। ମହାରାଷ୍ଟ୍ର ପୁଲିସ୍ ବର୍ଷା ହେତୁ ଲୋକଙ୍କୁ ବାହାରକୁ ନବାହାରିବାକୁ କହିଛି।ବର୍ତ୍ତମାନ ମୁମ୍ବାଇରେ ପାଗ ଏବଂ ବର୍ଷା…
୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ମୌସୁମୀ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା,…
ଆସୁଛି ଆଉ ଏକ ଲଘୁଚାପ
ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୨୭ରେ ଏହା ଲଘୁଚାପ ରୂପ ନେବ । ୨୮ରେ ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବ । ଲଘୁଚାପ ପ୍ରଭାବରେ ୨୭ରୁ ୨୯ ଯାଏ ଅଧିକ ବର୍ଷା ହେବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ…
ଆହୁରି ୩ ଦିନ ବର୍ଷିବ
ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତିନି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ।ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼,…