Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ…
ବନ୍ୟା ଘେରରେ ଚୀନ ସହର
ଗତ ୨୪ ଘଣ୍ଟାରେ ଗୋଟିଏ ବର୍ଷର ବର୍ଷା ହୋଇ ୩୧ଟି ନଦୀ ଜଳରେ ପରିପୂର୍ଣ୍ଣ ହୋଇଯାଇଛି । ଖରାପ ମୌସୁମୀକୁ ଦୃଷ୍ଟିରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ସବୁଠାରୁ ଅଧିକ ଅସୁବିଧା ମଧ୍ୟ ଚୀନର ହେନାନ ସୀମାରେ ଘଟିଛି । ଅଚାନକ ଆସିଥିବା ବନ୍ୟା ଅସୁବିଧା ସୃଷ୍ଟି କରିଛି । ପାଣିପାଗ ବିଭାଗ…
ଆଜିଠାରୁ ବଢ଼ିବ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ…
ଲଘୁଚାପ ଦାନା ବାନ୍ଧୁଛି
ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଏପରି କି ଉପକୂଳ ଓଡ଼ିଶାରେ ମଧ୍ୟ…
ପ୍ରବଳ ବର୍ଷା , ଶିକ୍ଷାନୁଷ୍ଠାନ ବନ୍ଦ
ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସୋମବାର ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତିନିଟି ରାଜ୍ୟ ଯଥା ମହାରାଷ୍ଟ୍ର, ଗୋଆ ଓ କେରଳ ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ଆଗାମୀ ଦୁଇ ତିନି ଦିନ ମଧ୍ୟରେ ଏହି ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ପକ୍ଷରୁ…
ଲଘୁଚାପ ସୃଷ୍ଟି
ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…
୨୪ ଘଣ୍ଟାରେ ପ୍ରବଳ ବରଷିବ
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର…
ପ୍ରବଳ ବର୍ଷା
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି…
ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ ।୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ପାଇଁ ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି।
ସେହିଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ,…