Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Weather Report
News about state of the atmosphere
ଆସନ୍ତା ୨୪ରୁ ପୁଣି ବର୍ଷା ସମ୍ଭାବନା
ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି।
ବଙ୍ଗୋପସାଗରରେ ଦୁର୍ବଳ ହେଲା ଅବପାତ
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ ଦୁର୍ବଳ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପୂର୍ବର-ଉତ୍ତରପୂର୍ବ ଆଡକୁ ଗତି କରି ଅବପାତ ସମୁଦ୍ର ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ ଗତ ଦୁଇ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷା ଆଜିଠୁ…
ଅଦିନିଆ ବର୍ଷା ଉଜାଡି ଦେଲା ସୁନାର ଫସଲ
ଅଦିନିଆ ବର୍ଷା ପାଇଁ ଚାଷୀ ଚିନ୍ତାରେ । ପୁରୀ ଜିଲ୍ଲାର ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ଖୋର୍ଧା ଜିଲ୍ଲାର ଚାଷୀମାନେ ଏ ଲଗାଣ ବର୍ଷାରେ କଣ କରିବେ ଭାବି ପାରୁନାହାଁନ୍ତି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ ବିକିବା ପୂର୍ବରୁ ଖଳାରେ ଧାନ ଭିଜିବାରେ ଲାଗିଛି । ଜିଲ୍ଲାରେ ଚଳିତ…
ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା
ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ,…
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ । ଚାଷୀ ଚିନ୍ତାରେ । ବିଲରେ ଧାନ ପଡ଼ିଛି । ଗତକାଲି , ଆଜି ମଧ୍ୟମ ଧରଣର ବର୍ଷା ଚାଲିଛି। କେବଳ ଟୁଇନ୍ ସିଟି ନୁହେଁ, ରାଜ୍ୟର ୧୯ଟି ଜିଲ୍ଲାରେ ଅବସ୍ଥା ସମାନ। ଶନିବାର ସକାଳେ ବର୍ଷ ହେଉଥିବାରୁ ବସ୍ ସମେତ ଅନ୍ୟ ଯାନବାହନ ଚଳାଚଳ କମ୍ ରହିଛି। ଠିକ୍ ସେହିପରି…
22 ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି…
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଏବଂ ପୁଡୁଚେରୀରେ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶାରେ ପାଗ କୋହଲା ରହିବା ସହ ବୁଧବାର ଦକ୍ଷିଣ…
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ କଲବଲ କରୁଛି ଜାଡ଼ । ଦିନ ହେଉ କି ରାତି, ଆଭ୍ୟନ୍ତରୀଣରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଶୀତର ଲହରୀ । ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ଆହୁରି ୨୪ ଘଣ୍ଟା ଯାଏ ଏଭଳି ଶୀତ ଲହରୀ ଜାରି ରହିବ ବୋଲି ଆକଳନ…
ଥଣ୍ଡାରେ ଥରହର ସାରା ଓଡ଼ିଶା
ଥଣ୍ଡାରେ ଥରହର ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର । ଭୁବନେଶ୍ବର, କଟକ, ପାରାଦୀପ ସମେତ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠୁ ୨ରୁ ୪ ଡିଗ୍ରୀ କମ ରେକର୍ଡ। ଦାରିଙ୍ଗାବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ରାଉରକେଲା ସହରରେ…
17 ରେ ବର୍ଷା
ଆସନ୍ତାକାଲି ଅର୍ଥାତ୍ ରବିବାର ଶୀତ ଅନୁଭୂତ ହେବ। ବିଶେଷକରି ଉପକୂଳ ଓ କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ଡା ଅନୁଭୂତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୬ ତାରିଖରେ କୌଣସି ସତର୍କ ସୂଚନା ନଥିବା ବେଳେ ୧୭ ଓ ୧୮ରେ ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା…