Browsing Category

Weather Report

News about state of the atmosphere

ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଲଘୁଚାପ,ବର୍ଷାରେ ଭିଜିବ ୭ ଜିଲ୍ଲା

ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଲଘୁଚାପ । ତେବେ ଲଘୁଚାପର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିବ । ଦୁର୍ବଳ ହେଉଛି ଲଘୁଚାପ, ବର୍ଷାରେ ଭିଜିବ ୭ ଜିଲ୍ଲା । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା…

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ,ଓଡ଼ିଶାର ୪ଟି ଜିଲ୍ଲାରେ ବର୍ଷାର ପ୍ରକୋପ ଅଧିକ ରହିବ

ରାଜଧାନୀରୁ ପଶ୍ଚିମ ଓଡ଼ିଶା, ପ୍ରବଳ ବର୍ଷା । ଟୁଇନ ସିଟିରେ ରାତିରୁ ବର୍ଷୁଛି । ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଗାଙ୍ଗେୟ ପଶ୍ଚିମବଙ୍ଗ, ପାର୍ଶ୍ଵବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ସୀମାନ୍ତରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାରେ…

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ‘ସୁଦୃଶ୍ୟ ଲଘୁଚାପ ବଳୟ’ ସକ୍ରିୟ ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ…

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି,ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ’ୱେଲ ମାର୍କଡ୍ ଲୋ ପ୍ରେସର’ ରେ ପରିଣତ

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ।  ଆସନ୍ତା ଦୁଇ ଦିନ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ।  ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ’ୱେଲ ମାର୍କଡ୍ ଲୋ ପ୍ରେସର’ ରେ ପରିଣତ ହୋଇଛି ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର…

ରାଜ୍ୟରେ ମୌସୁମୀ ବାୟୁ ଅଧିକ ସକ୍ରିୟ,ଆଜି ଏବଂ ଆସନ୍ତାକାଲି ବିଭିନ୍ନ ପ୍ରାନ୍ତରେ ପ୍ରବଳ ବର୍ଷା,୧୪ ଜିଲ୍ଲାକୁ ୟେଲୋ…

୨ ଦିନ ଧରି ଧୂଆଁଧାର ବର୍ଷା! । ରାଜ୍ୟରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ବିଭିନ୍ନ ପ୍ରାନ୍ତରେ ପ୍ରବଳ ବର୍ଷା, ଘଡ଼ଘଡ଼ି ଏବଂ ପ୍ରବଳ ପବନ ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ପଶ୍ଚିମ…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ,୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ଆକଳନ

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି । ବାଲେଶ୍ଵର,…

ପୁଣି ଘାରିଲାଣି ଲଘୁଚାପ ଭୟ , ୧୦ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ପୁଣି ଘାରିଲାଣି ଲଘୁଚାପ ଭୟ । ୧୦ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୧୫ ତାରିଖ ସୁଦ୍ଧା ଉତ୍ତର ବଂଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପାଣିପାଗ ବିଜ୍ଞାନୀଙ୍କ ଆକଳନ ମୁତାବକ, ଆସନ୍ତା ୧୦ ଦିନ ପର୍ୟ୍ୟନ୍ତ ବର୍ଷା ଲାଗିରହିବ। ୨୧ ତାରିଖ ପର୍ଯ୍ୟନ୍ତ ଲାଗିରହିବ…

ଘୂର୍ଣ୍ଣିବଳୟ ପ୍ରଭାବରେ ବଢ଼ିବ ବର୍ଷା ,ଆସନ୍ତା ୪ ଦିନ ଯାଏ ବର୍ଷା

ଘୂର୍ଣ୍ଣିବଳୟ ପ୍ରଭାବରେ ବଢ଼ିବ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଆସନ୍ତା ୪ ଦିନ ଯାଏ ବର୍ଷା ଲାଗି ରହିବ। ୧୩ ତାରିଖରୁ ବଢ଼ିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି…

୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି,ପୁଣି ବର୍ଷା ବଢ଼ିବ

ରଥଯାତ୍ରା ସମୟରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୭ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ…

କମିଲା ବର୍ଷା, ବଢ଼ିଲା ବନ୍ୟା ଆଶଙ୍କା , ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍

କମିଲା ବର୍ଷା, ବଢ଼ିଲା ବନ୍ୟା ଆଶଙ୍କା । ଆସନ୍ତାକାଲି ଖୋଲିବ ହୀରାକୁଦ ଗେଟ୍ । ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଲେ ଉପରମୁଣ୍ଡରୁ ପାଣି ଆସିଲେ ମହାନଦୀ ଓ ଶାଖା ନଦୀରେ ପାଣି ସାମାନ୍ୟ ବଢ଼ିପାରେ । ଜଳସ୍ତର ଲଗାତାର ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି  ।…