Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ ରାୟଗଡ଼ା ରେ ୫୨ ମିମି ରେକର୍ଡ କରାଯାଇଛି।ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା…
ଲୁଚକାଳି ଖେଳୁଛି ମୌସୁମୀ !
ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା…
ଆସନ୍ତା ୪୮ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆସନ୍ତା 48 ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଅଛି। ବିଶେଷ ଭାବେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। 13 ତାରିଖରେ କୋରାପୁଟ, ରାୟଗଡ଼ା,…
୧୪ରେ ଲଘୁଚାପ
ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରୁ ବର୍ଷା ଉଭାନ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପୂର୍ବାନୁମାନ କରିଛି । ତେବେ ୧୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ ବୋଲି କୃଷି ପାଣିପାଗବିତ୍ ଡ.ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।ସୋମବାର ଭୁବନେଶ୍ୱରରେ…
ମୌସୁମୀ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ, ସବୁଠି ପସିଲା ପାଣି
ମୌସୁମୀ ବର୍ଷାରେ ମାୟାନଗରୀ ମୁମ୍ବାଇର ସ୍ଥିତି ବେହାଲ ହୋଇଛି । ମୁମ୍ବାଇରେ ଗତ ୬ ଘଣ୍ଟା ମଧ୍ୟରେ ୩୦୦ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଫଳରେ ପୁରା ସହର ଜଳମଗ୍ନ ହୋଇଯାଇଛି । ରେଲୱେ ଟ୍ରାକଠାରୁ ଆରମ୍ଭ କରି ରାସ୍ତାଘାଟ, ଘର ସବୁଠି ପଶିଛି ବର୍ଷା ପାଣି । ପୁରା ସହର ଯେମିତି କୃତ୍ରିମ…
୫ଦିନ ହାଲୁକା ବର୍ଷା
ଶ୍ରୀକ୍ଷେତ୍ରରେ ଆଜି ମେଘୁଆ ପାଗ ରହିବା ସହ ଝିପିଝିପି ବର୍ଷା ପଡ଼ିଛି। ଶୁଖିଲା ପାଗ ଓ ପ୍ରବଳ ଗୁଳୁଗୁଳି ମଧ୍ୟରେ ମହାପ୍ରଭୁଙ୍କ ଘୋଷଯାତ୍ରାର ପ୍ରଥମ ଦିନ ଶେଷ ହୋଇଛି। ଅଧା ବାଟରେ ଅଟକି ରହିଥିବା ତିନି ରଥଙ୍କୁ ସୋମବାର ସରଧାବାଲିକୁ ଟାଣି ନିଆଯିବ। ଏହି ସମୟ ମଧ୍ୟରେ ପୁରୀରେ ମଧ୍ୟମରୁ…
ରାଜଧାନୀରେ ପ୍ରବଳ ବର୍ଷା
ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍ ଉଚ୍ଚର ପାଣି ଜମିଥିବାରୁ କିଛି ଗାଡ଼ି ବୁଡ଼ି ରହିଥିବା ଦେଖିବାକୁ ମିଳିଛି । ଆଜି ରଥଯାତ୍ରା ଥିବାରୁ ଭକ୍ତ ଇସ୍କନ ମନ୍ଦିରରେ ଭକ୍ତମାନଙ୍କ ଗହଳି…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୬ ଜିଲ୍ଲାକୁ ୟେଲୋ…
୫ ଦିନ ପର୍ୟ୍ୟନ୍ତ ବର୍ଷା,୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି…
୬ ତାରିଖରୁ ସାରା ରାଜ୍ୟରେ ବର୍ଷା
ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ପ୍ରାୟ ସମସ୍ତ ଜିଲାରେ ବର୍ଷା ହେଉଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି। ତେବେ ବଙ୍ଗୋପସାଗରରେ ଏବେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆସନ୍ତା ୬ ତାରିଖରୁ ସାରା ରାଜ୍ୟରେ ବର୍ଷାର…