Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
କିଛି ଦିନର ପରେ ପୁଣି ଫେରିଛି ଶୀତ
ରାଜ୍ୟରେ ହଠାତ ବଢ଼ିଥିଲା ତାତି । ଉପରମୁହାଁ ହୋଇଥିଲା ପାରଦ। ଟାଇଁଟାଇଁ ଖରାରେ ସିଝିଥିଲା ଓଡ଼ିଶା । କିଛି ଦିନର ଅନ୍ତରରେ ପୁଣି ଫେରିଛି ଶୀତ । ୩ ରୁ ୪ ଡିଗ୍ରୀ ଖସିଛି ପାରଦ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ପାଇଛି ତାପମାତ୍ରା । ପୂର୍ବ ଉପକୂଳ ଓ ଉତ୍ତର ଆଭ୍ୟନ୍ତର…
ରାଜ୍ୟରେ ଆଉ ୩ଦିନ ଅନୁଭୂତ ହେବ ଘନ କୁହୁଡି
ଲଗାତର କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ,…
ଚଳିତ ବର୍ଷ ଫେବୃଆରୀ ପୂର୍ବରୁ ତାପମାତ୍ରା ବୃଦ୍ଧି ସମସ୍ତଙ୍କୁ ଚକିତ କରିଛି
ଗତ ମାସ ୨୭ ତାରିଖରେ କୋରାପୁଟର ତାତି ଦୀର୍ଘ ୫୨ ବର୍ଷର ରେକର୍ଡ ଭାଙ୍ଗିଛି। ଜାନୁଆରୀ ମାସରେ କୋରାପୁଟ ତାତି ୩୩.୪ ଡିଗ୍ରୀରେ ପହଞ୍ଚିଛି। ୧୯୭୩ ପରେ ପ୍ରଥମ ଥର ପାଇଁ ଜାନୁଆରୀରେ ଏଭଳି ତାତି ଅନୁଭୂତ ହୋଇଛି। ଜାନୁଆରୀ ୩୧ରେ ଭବାନୀପାଟଣାରେ ରେକର୍ଡ ୩୪ ଡିଗ୍ରୀ ତାପମାତ୍ରା ଅନୁଭୂତ ହୋଇଛି।…
ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି
କ୍ରମାଗତ ଭାବେ ଦ୍ବିତୀୟ ଦିନରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ସୋମବାର ରାଜ୍ୟର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ସବୁଠୁ ଅଧିକ ୩୬.୬ ଡିଗ୍ରୀ ରେକର୍ଡ଼ କରାଯାଇଛି। ପାରଳାଖେମୁଣ୍ଡି ସମେତ ୫ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗିରରେ…
ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ହେଉଛି ତାତି
ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ। ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି । ପ୍ରଥମ ସପ୍ତାହରୁ ୩୬ ଡିଗ୍ରୀ ପାର କଲା ପାରଦ। ଗତକାଲି ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ…
ମାଘ ମାସରେ ବାଘ ଭଳି ଖରା,ଭୁବନେଶ୍ୱରରେ ତାପମାତ୍ରା ୩୪ ଡିଗ୍ରୀ ଟପିଛି
ମାଘ ମାସରେ ବାଘ ଭଳି ଖରା। ଏଇ କିଛି ଦିନ ଭିତରେ ପାଗରେ ଅଚାନକ ପରିବର୍ତ୍ତନ ହୋଇଛି । ମାଘ ମାସରେ ବାଘ ଭଳି ଜାଡ ହେବା କଥା । କିନ୍ତୁ ସାରା ରାଜ୍ୟରୁ ଶୀତ ଗାଏବ ହୋଇଯାଇ ଖରା ମାଡ଼ି ଆସିଛି । ଭୋରର ଘନ କୁହୁଡ଼ି ପଡୁଥିବା ବେଳେ ଦିନ ବଢିବା ସହ ଖରା ବଢୁଛି । ବିଶେଷ କରି ଫେବ୍ରୁଆରି ତୃତୀୟ…
ଫେବୃଆରୀ ଆରମ୍ଭରୁ ପାରଦ ଉପରମୁହଁl ,ଲୋକଙ୍କ ମନରେ ଆଗାମୀ ସ୍ଥିତିକୁ ନେଇ ଶଙ୍କା
ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆଜି ବି ଶୀତ ଲହରୀ ଜାରୀ ରହିଛି। ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବା ବେଳେ ଭୋର ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଫଳରେ ସକାଳୁଆ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଲୋକମାନେ ଶୀତ ବସ୍ତ୍ର ପରିଧାନ କରିବା ସହ ନିଆଁର ସାହାଯ୍ୟ ନେଉଥିବା…
ଦୁଇ ଦିନ ଯାଏ ଘନ କୁହୁଡ଼ି
ଘନକୁହୁଡ଼ି ଯୋଗୁଁ ଗୁରୁବାର କୋରାପୁଟରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିଲା। ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ବାୟୁମଣ୍ଡଳକୁ ଅଚ୍ଛାଦିତ କରି ରଖିଥିଲା। ତାଳଚେର, ଅନୁଗୋଳ, କେନ୍ଦୁଝର, ଫୁଲବାଣୀ ଏବଂ ଚାନ୍ଦବାଲିରେ ଘନକୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆସନ୍ତା ୨ ତାରିଖ…
ଆଜି ଠାରୁ ରାତି ସହ ଦିନର ତାପମାତ୍ରା ମଧ୍ୟ ବଢ଼ିବ
ମାଘରେ ଆଉ ବାଘ ଭଳି ଶୀତ ନାହିଁ। ହାତଗଣତି କିଛି ଜିଲ୍ଲାକୁ ଛାଡ଼ି ଦେଲେ ସାରା ରାଜ୍ୟରୁ ଶୀତ ଏକପ୍ରକାର ଗାଏବ ହୋଇଛି। କୋରାପୁଟ, ସୁନ୍ଦରଗଡ଼ ବ୍ୟତୀତ ଅନ୍ୟାନ୍ୟ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ଉପରକୁ ଚାଲିଯାଇଛି। ଏହାରି ଭିତରେ ଭାରତୀୟ ପାଣିପାଗ ବିଭାଗର ଆକଳନ ଚିନ୍ତାଜନକ…
2 ଦିନ ପରେ ବଢିବ ତାପମାତ୍ରା
ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା…