Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Weather Report
News about state of the atmosphere
ବର୍ଷାରେ ଭିଜୁଛି ଓଡ଼ିଶା
ବିଭିନ୍ନ ସ୍ଥାନରେ ଶ୍ରାବଣର ବର୍ଷାରେ ଭିଜୁଛି ଓଡ଼ିଶା । ତେବେ ଏହାମଧ୍ୟରେ ଆସନ୍ତା ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ସମେତ କଳାହାଣ୍ଡି, ଗଞ୍ଜାମ ଏବଂ…
୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ
୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର,…
ଦୁର୍ବଳ ହେଲା ଲଘୁଚାପ
ବଙ୍ଗୋପସାଗରରେ ଦୁର୍ବଳ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି କହିଛି। ଏହା ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…
୨୪ ଘଣ୍ଟାରେ ଧୀରେ ଧୀରେ ଦୁର୍ବଳ ହେବ ଅବପାତ
ବଙ୍ଗୋପସାଗରେ ଅବପାତ ସକ୍ରିୟ ରହିଛି ୨୪ ଘଣ୍ଟାରେ ଧୀରେ ଧୀରେ ଦୁର୍ବଳ ହେବ ଅବପାତ । ଯାହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ। ସେହିଭଳି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ,ବଲାଙ୍ଗୀର ଓ ନୂଆପଡାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଜିଲ୍ଲାରେ…
ଭୟଙ୍କର ରୂପ ନେଉଛି ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୫୦ କିମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି…
କଟକ ଓ ଭୁବନେଶ୍ୱରକୁ ହୋଇପାରେ ପ୍ରବଳ ବର୍ଷା
ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ୧୨ ଘଂଟାରେ ଏହା ଅବପାତରେ ରୂପ ନେବାକୁ ଯାଉଛି। ଏବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା…
ଆଜିଠୁ ୨୨ ଯାଏଁ ବର୍ଷିବ
ବଙ୍ଗୋପ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳମୁହାଁ ହେବ। ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ…
ବନ୍ୟା ଘେରରେ ଚୀନ ସହର
ଗତ ୨୪ ଘଣ୍ଟାରେ ଗୋଟିଏ ବର୍ଷର ବର୍ଷା ହୋଇ ୩୧ଟି ନଦୀ ଜଳରେ ପରିପୂର୍ଣ୍ଣ ହୋଇଯାଇଛି । ଖରାପ ମୌସୁମୀକୁ ଦୃଷ୍ଟିରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ସବୁଠାରୁ ଅଧିକ ଅସୁବିଧା ମଧ୍ୟ ଚୀନର ହେନାନ ସୀମାରେ ଘଟିଛି । ଅଚାନକ ଆସିଥିବା ବନ୍ୟା ଅସୁବିଧା ସୃଷ୍ଟି କରିଛି । ପାଣିପାଗ ବିଭାଗ…
ଆଜିଠାରୁ ବଢ଼ିବ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରଭାବରେ ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ…