Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Browsing Category
Weather Report
News about state of the atmosphere
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ…
ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ
ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା ରହିଛି। ଆସନ୍ତା ନଭେମ୍ବର ପ୍ରଥମ ସପ୍ତାହରେ ଏହା ଭୟଙ୍କର…
ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା
ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା…
କେନ୍ଦ୍ରପଡାରେ ତାଣ୍ଡବ ରଚିଲା ବାତ୍ୟା ‘ଦାନା’
କେନ୍ଦ୍ରାପଡାର ହବାଳି ଖଟି ନେଚର କ୍ୟାମ୍ପ ନିକଟରେ ରାତି 12ଟା 5 ମିନିଟ୍ ରେ ସ୍ଥଳଭାଗ ଛୁଇଁଥିଲା ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ୍ ପରେ କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ତାଣ୍ଡବ ରଚିଛି ବାତ୍ୟା । ତୁହାକୁ ତୁହା ପବନ ସହ ଲଗାଣ ବର୍ଷାରୁ ବେହାଲ ହେଲା ସ୍ଥିତି । କେଉଁଠି ଉଡିଛି…
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା ବୈଠକ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିଛି: ଆସିଲା ବନ୍ୟା ଭୟ
ଦାନା’ର ପ୍ରଭାବ ପ୍ରାୟ ୧୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ସଂପର୍କିତ ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି।…
‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ: ସ୍ଥଳ ଭାଗ ଛୁଇଁଲା
ବାତ୍ୟା ‘ଦାନା’ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହୋଇ ସ୍ଥଳଭାଗରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭିତରକନିକା ଓ ଧାମରା ମଝିରେ ଏହା ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି ରହିବ।ଏହି ପ୍ରକ୍ରିୟା କିଛି ଘଣ୍ଟା ଧରି ଜାରି…
ପାରାଦୀପ ଠାରୁ ୧୫୦ କି.ମି ଦୂରରେ ବାତ୍ୟା ଦାନା
ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର…
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ବାତ୍ୟା ପରିସ୍ଥିତିରେ ଲୋକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷରୁ ବାତ୍ୟା ପରିସ୍ଥିତିର ଉପରେ ନଜର ରଖାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏନଡିଆରଏଫ ଟିମ୍ ବାତ୍ୟା ପରିଚାଳନା…
ଦାନା ବିଭିନ୍ନ ସ୍ଥାନରେ ଭାଙ୍ଗୁଛି ଗଛ
ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକାରୁ ଧାମରା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ‘ଦାନା’ ଉପକୂଳ ଆଡକୁ ମାଡ଼ି ଆସୁଥିବା ବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି। ପବନର ବେଗ…