Browsing Category

Weather Report

News about state of the atmosphere

ଭୁବନେଶ୍ୱରରେ ଘଡଘଡି ସହ ବର୍ଷା

ଭୁବନେଶ୍ୱରରେ ଘଡଘଡି ସହ ବର୍ଷା ଆରମ୍ଭ । ପ୍ରବଳ ଗରମ ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା । ତେବେ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିଛି । ଅସହ୍ୟ ଗରମରେ ଆଉଟପାଉଟ ହେଉଛନ୍ତି ଲୋକେ । ଏହାରି ମଧ୍ୟରେ ବର୍ଷା…

ଅସହ୍ୟ ଗୁଳୁଗୁଳି, ଜଳୁଛି ଓଡ଼ିଶା

ଓଡ଼ିଶାରେ ମୌସୂମୀ ବାୟୁର ପ୍ରଭାବ ଦେଖା ଦେଉଛି, ନା ଗୁଳୁଗୁଳି କମିବାର ନାଁ ନେଉଛି । ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ…

ଅସହ୍ୟ ହେଲାଣି ଗୁଳୁଗୁଳି

ରାଜ୍ୟରେ  ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋନରମା…

୧୯ ରୁ ବର୍ଷା

ରାଜ୍ୟରେ ତାତି ବଢିବା ସହ ଗୁଳୁଗୁଳି ବି ବଢୁଛି । ତାତି ସହ ଗୁଳୁଗୁଳି ରାଜ୍ୟରେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି । ଆଭ୍ୟନ୍ତରୀଣ ଅଂଚଳ ସହ ଉପକୂଳରେ ସର୍ବାଧିକ ଗୁଳୁଗୁଳି ଅନୁଭୂତ ହେଉଛି । ଗତକାଲି ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଏହା ସହ ୯ଟି ସହରର…

ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ ଜିଲ୍ଲାକୁ ସତର୍କ ଘଣ୍ଟି!

ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଏବଂ ନୂଆପଡ଼ା ଭଳି…

ରାଜ୍ୟବାସୀଙ୍କ ଗ୍ରୀଷ୍ମପ୍ରବାହରୁ ମିଳିବ ମୁକ୍ତି

ଆଉ ୨ ଦିନ ପରେ ତାତିରୁ ମୁକ୍ତି ପାଇବେ ଓଡ଼ିଶାବାସୀ । ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ଆରମ୍ଭ ହେବା ନେଇ ଅନୁମାନ କରାଯାଉଛି । ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ସମେତ ଗଞ୍ଜାମ ଗଜପତି ଏବଂ ରାୟଗଡ଼ା ଇତ୍ୟାଦି ଜିଲ୍ଲାରେ…

ମାର୍ଚ୍ଚ ୧ରୁ ଜୁନ୍ ୯ ଓଡ଼ିଶା ସବୁଠାରୁ ଖରାପ ପାଣିପାଗ ଦେଇ ଗତି କରିଛି

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ତଥ୍ୟରୁ ଜଣାପଡିଛି ଯେ ମାର୍ଚ୍ଚ ୧ରୁ ଜୁନ୍ ୯ ମଧ୍ୟରେ ଓଡ଼ିଶା ସବୁଠାରୁ ଅଧିକ ୨୭ ଦିନ ଖରାପ ପାଣିପାଗ ଦେଇ ଗତି କରିଛି। ତା’ ପଛକୁ ପଶ୍ଚିମ ରାଜସ୍ଥାନ (୨୩ ଦିନ), ଗାଙ୍ଗେୟ ପଶ୍ଚିମବଙ୍ଗ (୨୧ ଦିନ) ଏବଂ ଦିଲ୍ଲୀ, ହରିୟାଣା, ଚଣ୍ଡିଗଡ଼ ଓ ପଶ୍ଚିମ ୟୁପି…

ମୌସୁମୀ ବାୟୁ ପୁରା ଓଡ଼ିଶା ଛୁଇଁବାକୁ ଲାଗିପାରେ ଆହୁରି ୪ ଦିନ – ପାଣିପାଗ ବିଭାଗ

ପଶ୍ଚିମ ଓଡ଼ିଶାରେ ତାତି, ଉପକୂଳରେ ଗୁଳୁଗୁଳି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଚି । ତେବେ ଆଗାମୀ ୪୮ ଘଣ୍ଟା ଗ୍ରୀଷ୍ମ ପ୍ରବାହ ରହିବ । କିନ୍ତୁ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ମୌସୁମୀ ବାୟୁ ପୁରା ଓଡ଼ିଶା…

ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲା ଗୁଡ଼ିକୁ ବର୍ଷା ଓ ବଜ୍ରପାତ ବିପଦ

ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ  ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା…

ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି

ଆଗାମୀ ୩ରୁ ୪ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳ ସମେତ ଆନ୍ଧ୍ର ଉପକୂଳ ଓ ବଙ୍ଗୋପସ‌ାଗରର ଉତ୍ତର ପଶ୍ଚିମ ଅଞ୍ଚଳକୁ ସ୍ପର୍ଶ କରିବା ନେଇ ପାଗ ଅନୁକୂଳ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୌସୁମୀ ସ୍ପର୍ଶ କରିବା ପର୍ଯ୍ୟନ୍ତ ଓଡ଼ିଶାରେ…