Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ଆଗାମୀ ୩ ଘଣ୍ଟା ସତର୍କ ରୁହ!
ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ,…
ତାତିରୁ ନିସ୍ତାର ନାହିଁ
ତିନି ଦିନ ହେଲା ମୌସୁମୀ ଉଭାନ ହୋଇଯାଇଥିବା ବେଳେ ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଲାଗିରହିଛି। ଆଜି ଦିନରେ ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରି କିମ୍ବା ଅଧିକ ରହିଥିଲା। ନୂଆପଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ମାଲକାନଗିରିରେ ୪୩.୫,…
ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବି ମୌସୁମୀ ଆଗକୁ ବଢ଼ି ନ ପାରେ – ପାଣିପାଗ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ପାଇଁ ଅନୁକୂଳ ସ୍ଥିତି ନାହିଁ। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବି ମୌସୁମୀ ଆଗକୁ ବଢ଼ି ନ ପାରେ। ଏବେ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି।…
୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ
ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇନପାରେ ମୌସୁମୀ । ବର୍ତ୍ତମାନ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ…
୧୭ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ
ରାଜ୍ୟରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୪ ଡିଗ୍ରୀ ସେଲ୍ସିୟସ୍ ଛୁଇଁବାର ସମ୍ଭାବନା ରହିଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଆଜି…
ଓଡ଼ିଶା ଛୁଇଁଲା ମୌସୁମୀ
ସାରା ରାଜ୍ୟରେ ଲଗାତାର ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିଲା। ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଯାହାର ପ୍ରଭାବରେ ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ସର୍ବାଧିକ ୫୫.୫ମିମି ବର୍ଷା ରେକର୍ଡ କରାଯାଇଛି। ଏହାସହିତ ଦାରିଙ୍ଗିବାଡ଼ିରେ ୪୩,…
୪ଦିନ ଗ୍ରୀଷ୍ମପ୍ରବାହ: ୧୩ ଜିଲ୍ଲାକୁ କାଳବୈଶାଖୀ ସତର୍କତା
ଆସନ୍ତା ୩ରୁ ୪ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୧୦ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ…
ଖରାରେ ସିଝିବେ ରାଜ୍ୟବାସୀ
ଆଗାମୀ ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ । ମଝିରେ ମଝିରେ କାଳବୈଶାଖୀ ଏହି ଗ୍ରୀଷ୍ମ ପ୍ରବାହରୁ ଲୋକମାନଙ୍କୁ ଆଶ୍ୱସ୍ତି ଦେଉଛି ।ଏଥିରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ଉଷ୍ମ ଆର୍ଦ୍ର ଜଳବାୟୁ ସ୍ଥିତି ଲାଗିରହିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଆସୁଛି କାଳବୈଶାଖୀ
ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ। ପ୍ରଥମେ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିବ। ପରବର୍ତ୍ତୀ ସମୟରେ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳକୁ ବିସ୍ତାରିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ଓଡ଼ିଶାରେ ପ୍ରବଳ ଗୁଳୁଗୁଳି
ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତହେଉଛି। ୮ ତାରିଖ ରୁ ୧୦ ଯାଏ ଦିନର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨୪ ଘଣ୍ଟାର କିଛି କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ରହିଥିବା ବେଳେ ବରଗଡ଼ ବଲାଙ୍ଗିର ଓ…