Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
9 ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ
ଆସନ୍ତା 3 ରୁ 4 ଦିନ ଭିତରେ ମୌସୁମୀ ବର୍ଷା ହେବ ।9 ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିଦ୍ଦେଶକ ଡ଼. ଶରତ ସାହୁ କହିଛନ୍ତି ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ରହିଛି । 9 ବା , 10 …
ଜୁନ୍ ୮ ତାରିଖ ମଧ୍ୟରେ ମୌସୁମୀ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି
କେନ୍ଦ୍ରୀୟ ଆରବ ସାଗର, କର୍ଣ୍ଣାଟକ, ଦକ୍ଷିଣ ମହାରାଷ୍ଟ୍ରର କିଛି ଅଞ୍ଚଳ, ତେଲଙ୍ଗାନାର କେତେକ ସ୍ଥାନ, ଉପକୂଳ ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ସହିତ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ମୌସୁମୀ ବାୟୁ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। କେନ୍ଦ୍ରୀୟ…
ପାଣିପାଗରେ ଚରମ ପରିବର୍ତ୍ତନ ,ଆଣିପାରେ ଖାଦ୍ୟ ସଙ୍କଟ
କୀଟପତଙ୍ଗମାନଙ୍କ ଦ୍ବାରା ପରାଗଣ ଉପରେ ନିର୍ଭର କରୁଥିବା ଖାଦ୍ୟଶସ୍ୟ ଓ ଅନ୍ୟାନ୍ୟ ଫଳମୂଳ ଉତ୍ପାଦନ ଭୀଷଣ ଭାବରେ ପ୍ରଭାବିତ ବୋଲି ଆମେରିକାର ଆର୍ଲିଂଟନ୍ସ୍ଥିତ ଟେକ୍ସାସ୍ ବିଶ୍ବବିଦ୍ୟାଳୟ ଓ ଭର୍ଜିନିଆର ରିନୋସ୍ଥିତ ନେଭାଡ଼ା ବିଶ୍ବବିଦ୍ୟାଳୟର ଗବେଷକମାନଙ୍କ ସଦ୍ୟ ଅନୁସନ୍ଧାନରୁ ଜଣାଯାଇଛି।…
ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ ପାଇଁ ପାଗ ଅନୁକୂଳ
ମୌସୁମୀ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର କେତେକ ଅଞ୍ଚଳରେ ଗତକାଲି କାଳବୈଶାଖୀ ବର୍ଷା ହୋଇଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା…
ଗରମ ସହ ଗୁଳୁଗୁଳିରେ ଅଧା ଓଡ଼ିଶା ଅସ୍ତବ୍ୟସ୍ତ
କେଉଁଠି ତତଲା ତ ଆଉ କେଉଁଠି କୋହଲା ପାଗ। କେତେକ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ଲଗାତାର ଗୋଟିଏ ସପ୍ତାହ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଏଭଳି ପାଗ ସାଧାରଣ ଲୋକଙ୍କ ଜୀବନଶୈଳୀକୁ ପ୍ରଭାବିତ କଲାଣି। ହଠାତ୍ ଗ୍ରୀଷ୍ମ ପ୍ରବାହ ବଢ଼ିବା ଯୋଗୁଁ ପଶ୍ଚିମ…
ଜଳୁଛି ପଶ୍ଚିମ ଓଡ଼ିଶା
ପଶ୍ଚିମ ଓଡ଼ିଶାରେ ଆହୁରି ଦୁଇ ଦିନ କଲବଲ କରିବ ଗ୍ରୀଷ୍ମପ୍ରବାହ । ପରେ କମିବ ତାତି । ଆଗାମୀ ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ଗ୍ରୀଷ୍ମଲହରୀ ନେଇ ଆଜି ପଶ୍ଚିମ ଓଡିଶାର ୫ ଜିଲ୍ଲା ବରଗଡ଼,…
ହିଟ୍ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ ହିଟ୍ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କୁ ରାଜସ୍ଥାନ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଅନୁପ କୁମାର…
ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…
ପ୍ରଚଣ୍ଡ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି
ବିଚିତ୍ର ପାଗ ଦେଖିବାକୁ ମିଳିଛି। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋହଲା ପାଗ ରହୁଛି। ତାପମାତ୍ରା ସେତେଟା ଅଧିକ ରହୁନାହିଁ। ତେବେ ଦିନ ଯେମିତି ବଢ଼ୁଛି, ତାତି ବଢ଼ି ବଢ଼ି ଚାଲୁଛି। ପୂର୍ବାହ୍ନ ସାଢ଼େ ୧୧ଟା ବେଳକୁ ତାପମାତ୍ରା ୩୭ ଡିଗ୍ରି ଡେଇଁଯିବା ସହ ପ୍ରଚଣ୍ଡ ଗୁଳୁଗୁଳି ଜନଜୀବନକୁ…
ଖରା ତାତିରୁ ମିଳିବ ମୁକ୍ତି
ଆଜି କେରଳରେ ପହଞ୍ଚିବ ମୌସୂମୀ ବର୍ଷା । ଦକ୍ଷିଣ-ପଶ୍ଚିମ ମୌସୂମୀ ବାୟୁ ଆଜି କେରଳରେ ପାଦ ଥାପିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ପାଗ ମଧ୍ୟ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ଦେଶରେ ମୌସୂମୀର ଆଗମନ ପରେ ଗ୍ରୀଷ୍ମ ଲହରୀ ସାମାନ୍ୟ କମ୍ ହୋଇପାରେ । ବର୍ତ୍ତମାନ…