Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ , ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଅସମ୍ଭାଳ ହେଲାଣି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଖରା ଓ ଗୁଳୁଗୁଳିକୁ ନେଇ ସତର୍କ କଲେ ଏସଆରସି । ବିଶେଷ କରି ପଶ୍ଚିମ ଓଡିଶା ପାଇଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଚେତାବନୀ ଦିଆଯାଇଛି । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଏନେଇ ସତର୍କ କରାଇଛନ୍ତି ଏସଆରସି ।…
ପ୍ରବଳ ଗ୍ରୀଷ୍ମପ୍ରବାହ
ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି ଯେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଦିଲ୍ଲୀ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ରାଜସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଆଜି ଦିଲ୍ଲୀର ମୁଙ୍ଗେଶପୁରରେ ସର୍ବୋଚ୍ଚ ତାପମାତ୍ରା ୪୯.୯ ଡିଗ୍ରି ରେକର୍ଡ କରାଯାଇଛି। ଉତ୍ତର…
ଜୁନ୍ରେ ଦେଶରେ ସ୍ବାଭାବିକ ବର୍ଷା
ଆସନ୍ତା ୪ ଦିନ ଅର୍ଥାତ୍ ମେ’ ୩୧ ମଧ୍ୟରେ ମୌସୁମୀ ଭାରତ ଭୂଖଣ୍ଡରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି। ଏଥିସହ ଚଳିତ ମୌସୁମୀ ଋତୁରେ ସାରା ଦେଶରେ ସ୍ବାଭାବିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଇଏମ୍ଡି ପକ୍ଷରୁ କୁହାଯାଇଛି ଯେ ଜୁନ୍ରୁ…
ଆଜିଠାରୁ ପୁଣି ବଢ଼ିବ ତାପମାତ୍ରା
ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ଆଜି ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରିରେ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳକୁ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିଛି। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ପାଖାପାଖି ୧୨୦ କିଲୋମିଟର ରହିଥିବା…
ଆଜି ମାଡ଼ ହେବ ‘ରେମାଲ’: ଉପକୂଳରେ ବର୍ଷା ସହ ପବନ ସମ୍ଭାବନା
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହୋଇଛି। ଏହାର ନାମକରଣ ‘ରେମାଲ’ କରାଯାଇଛି। ବାତ୍ୟାଟି ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି। ବାତ୍ୟା…
ବାତ୍ୟା ରୂପ ନେଲା‘ରେମାଲ’
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇଥିଲା। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ…
ଆସୁଛି ବାତ୍ୟା ‘ରେମାଲ’
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶଙ୍କ ମନୋରମା ମହାପାତ୍ରଙ୍କ କହିବାନୁସାରେ, ବାତ୍ୟା ‘ରେମାଲ’ ଏବେ ଉତ୍ତର ପୂର୍ବ ଦେଇ ବାଂଲାଦେଶ ମୁହାଁ ଗତି କରୁଛି । ଏହା ୨୬ ତାରିଖ ସୁଦ୍ଧା ମଧ୍ୟରାତ୍ରରେ ଲ୍ୟାଣ୍ଡଫଲ କରିବାର ସୂଚନା ମିଳିଛି ।ବାତ୍ୟା ରେମଲ ବାଂଲାଦେଶର ଉପକୂଳ ଅଞ୍ଚଳରୁ…
ବଙ୍ଗ ଉପକୂଳ ଛୁଇଁବ
ରାଜ୍ୟରେ ପ୍ରବଳ ଗରମ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ। ସେହିପରି ଅନ୍ୟପକ୍ଷରେ ଉତ୍ତରାଖଣ୍ଡରେ ବର୍ଷା ରଚିଛି ତାଣ୍ଡବ। କେଉଁଠି ବାଦଲ ଫାଟିଲାଣି ତ ଆଉ କେଉଁଠି ପ୍ରବଳ ବର୍ଷା ଯୋଗୁ ରାସ୍ତା ଧୋଇ ହୋଇଗଲାଣି। ରାସ୍ତା ଧୋଇ ହୋଇଯିବାରୁ ଅନେକ ଗାଁର ଯୋଗଯୋଗା ବିଛିନ୍ନ ହୋଇଛି। । ଏଠି…
ଆସନ୍ତା କାଲିଠାରୁ ପାଗ ପରିବର୍ତ୍ତନ
ସକାଳ ସାଢେ ୫ଟାରୁ ଆସିଯାଉଛି ଖରା ।ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ଖରାକୁ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।…
ଓଡ଼ିଶାରେ ବଢ଼ିବ ତାତି
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଏହାସତ୍ତ୍ବେ ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।…