Browsing Category

Weather Report

News about state of the atmosphere

ରାଜଧାନୀରେ ସକାଳୁ ସକାଳୁ କୁହୁଡି, ଗାଡି ଚଳାଚଳରେ ବାଧାପ୍ରାପ୍ତ

ନୂଆବର୍ଷ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା ନାହିଁ। ବରଂ କୁହୁଡ଼ି ବଢ଼ିବ। ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିବ। ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି କହିଛି ପାଣିପାଗ ବିଭାଗ।। ୨୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…

ରାଜଧାନୀରେ ପୁଣି ତଳମୁହାଁ ପାରଦ

ଆହୁରି ଥରିବ ଓଡ଼ିଶା । ବଡ଼ ଦିନରୁ ବଢ଼ିବ ଜାଡ଼ । ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ । ଏ ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଉମାଶଙ୍କର ଦାସ ଲେଖିଛନ୍ତି ଯେ, ବଡ଼ ଦିନରୁ ବଢିବ ଶୀତ । ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ । ମଙ୍ଗଳବାର ରେକର୍ଡ ପ୍ରମୁଖ…

ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ

ରାଜ୍ୟରେ ରାତି ତାପମାତ୍ରା ସାମାନ୍ୟ(ପ୍ରାୟ ୧ ଡିଗ୍ରୀ) ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ ପବନର ବେଗ ସାମାନ୍ୟ କମିପାରେ । କିନ୍ତୁ ଶୀତର ପ୍ରକୋପରେ ବେଶି ପରିବର୍ତ୍ତନ ଆସିବନି, ଏହା…

ଆସନ୍ତା ୨୪ ତାରିଖ ଯାଏ ଜାଡ଼ରୁ ନିସ୍ତାର ନାହିଁ

ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ଶନିବାର କୋରାପୁଟ, ଫୁଲବାଣୀ, ବୌଦ୍ଧ, ଭବାନୀପାଟଣା, ଝାରସୁଗୁଡ଼ା ଓ ଅନୁଗୁଳରେ ପ୍ରବଳ ଶୀତ ହୋଇପାରେ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି । ବରିଷ୍ଠ କୃଷି ପାଣିପାଗ…

ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ରାଜ୍ୟବାସୀ ,ସକାଳୁ ଘରୁ ବାହାରିବା ହେଉଛି କଷ୍ଟ

କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି ଅଞ୍ଚଳବାସୀ। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ସକାଳ ୮ ଟା ସୁଦ୍ଧା…

ଶୀତ ସାଙ୍ଗକୁ ଘନ କୁହୁଡି, ସାଧାରଣ ଜନ ଜୀବନ ପ୍ରଭାବିତ

ରାଜ୍ୟରେ ଶୀତ  ସାଙ୍ଗକୁ ଘନ କୁହୁଡି । କୋରାପୁଟ ଦାମନଯୋଡିରେ ସର୍ବନିମ୍ନ ତାପାମତ୍ରା ୨.୯ ଡିଗ୍ରୀ ରେକର୍ଡ ହୋଇଛି । ପ୍ରଥମ ଥର ପାଇଁ ଚଳିତ ବର୍ଷ ସବୁଠୁ କମ ତାପମାତ୍ରା ରେକର୍ଡ ହୋଇଛି । ଦାମନଯୋଡିରେ ଆଜି ତାପମାତ୍ରା ୨.୯ ଡ଼ିଗ୍ରୀ ରହିଥିବା ବେଳେ ଲମତାପୁଟରେ ୪.୩ ଏବଂ ନନ୍ଦପୁର ଅଞ୍ଚଳ ରେ…

ଆସନ୍ତା ୨ଦିନ ୩ ଜିଲାରେ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି

ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର…

ରାଜ୍ୟରେ ଶୀତ ପ୍ରକୋପ ଜାରି

ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି । ଜି. ଉଦୟଗିରିର ରାତି ପାରଦ ସମାନ୍ୟ ବଢ଼ିଛି । ୩ ଡିଗ୍ରିକୁ ଖସିଥିବା ପାରଦ ୫ ଡିଗ୍ରିକୁ ଉଠିଛି । ଏବେ ବି ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି । ଦାରିଙ୍ଗବାଡ଼ି ଓ ଫୁଲବାଣୀର ରାତି ତାପମାତ୍ରା ୬ ଡିଗ୍ରି ରହିଥିବା ବେଳେ କୋରାପୁଟରେ…

ଶୀତରୁ ନିସ୍ତାର ମିଳିବନି

ରାଜ୍ୟରେ  ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ ।‌ ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ…

ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ ଜୀନଜୀବନ

କଲବଲ କରୁଛି ପ୍ରବଳ ଥଣ୍ଡା । ସପ୍ତାହେ ହେଲା ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ କରିପକାଇଲାଣି । ପ୍ରବଳ ଶୀତରେ ଓଡ଼ିଶା ଥରୁଥିବା ବେଳେ ଘୁ.ଊଦୟଗିରିରେ ତାପମାତ୍ରା ୩ ଡିଗ୍ରୀ ପାଖାପାଖି ରହୁଛି । ଶନିବାର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । କନ୍ଥମାଳ…