Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
୧୨ ରେ ଉତ୍ତର ଓଡ଼ିଶାରେ ଘୂର୍ଣ୍ଣିବଳୟ ,ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବା ସମ୍ଭାବନା
ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପୂରା କମିଯିବ । କେଉଁଠି କେମିତି ଅସରାଏ ବର୍ଷା ହୋଇପାରେ । କିନ୍ତୁ ବିସ୍ତୃତ ଅଞ୍ଚଳରେ ବର୍ଷା ଆଶଙ୍କା ନାହିଁ । ୧୨ ତାରିଖରେ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ହେବ । ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର…
ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ , ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି
ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହାର କେନ୍ଦ୍ରସ୍ଥଳ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିମି ଏବଂ ଚାନ୍ଦବାଲିର ଉତ୍ତରପୂର୍ବ ଦିଗରୁ ପ୍ରାୟ ୬୦ କିମି ଦୂରରେ ରହିଛି। ଏହି ଲଘୁଚାପ ଆଗାମୀ ୨୪…
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି,୫ ଜିଲ୍ଲାକୁ ରେଡ୍ ଆଲର୍ଟ
୫ ଜିଲ୍ଲାକୁ ରେଡ୍ ଆଲର୍ଟ । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ ବଳୟରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲା…
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା , ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଲଘୁଚାପ ଘନଉଥିବା ବେଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳ ଜଳମଗ୍ନ ରହିଛି। ଆଜି ପ୍ରବଳ ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ ଦିଆଯାଇଛି। ଭୀଷଣ ବର୍ଷା ପାଇଁ…
ଆଜି ପ୍ରବଳ ବର୍ଷା, ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
ଆଜି ପ୍ରବଳ ବର୍ଷା । ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…
ଟ୍ବିନସିଟିରେ ଜୋର ବର୍ଷା, ଲଘୁଚାପ ପୂର୍ବରୁ ପ୍ରବଳ ବର୍ଷା
ରାଜ୍ୟରେ ଅନେକ ସ୍ଥାନରେ ଲଗାଣ ବର୍ଷା । ଟ୍ବିନସିଟିରେ ଜୋର ବର୍ଷା । ଲଘୁଚାପ ପୂର୍ବରୁ ପ୍ରବଳ ବର୍ଷା । ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ…
ଜୁଲାଇ ମାସରେ ଓଡ଼ିଶାରେ ଦମଦାର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି (IMD
ଜୁନ୍ ମାସର ପ୍ରତିକୂଳ ପାଣିପାଗ ଓ ପାଖାପାଖି ୪୭% ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଥିବା ଓଡ଼ିଶାର ଚାଷୀକୂଳଙ୍କ ପାଇଁ ଆସିଛି ଏକ ବଡ଼ ଆଶ୍ୱସ୍ତିକର ଖବର। ଜୁଲାଇ ମାସରେ ଓଡ଼ିଶାରେ ଦମଦାର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ଆସନ୍ତା ଜୁଲାଇ ୩ ତାରିଖ…
ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା,୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…
ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଦୀର୍ଘ ଦିନର ଗୁଳୁଗୁଳି ଓ…
ଦକ୍ଷିଣ ଓଡ଼ିଶାରେ ବର୍ଷା,ଦିନ ତାପମାତ୍ରା ସର୍ବାଧିକ ୩୮ ଡିଗ୍ରୀ ଓ ରାତି ତାପମାତ୍ରା ୨୭ ଡିଗ୍ରୀ ରହିପାରେ ବୋଲି…
ସୋମବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ଉପକୂଳ ଓ…
ଗ୍ରୀଷ୍ମ ଲହରୀ, ୧୦୦୦ରୁ ଅଧିକ ମୃତ
ଫ୍ରାନ୍ସ ସ୍ୱାସ୍ଥ୍ୟ ଅଧିକାରୀ ରବିବାର କହିଛନ୍ତି ଯେ ଦେଶରେ ଗ୍ରୀଷ୍ମ ଲହରୀ ଯୋଗୁ ପାଖାପାଖି ୧୦୦୦ରୁ ଅଧିକ ମୃତ୍ୟୁ ହେଲାଣି। ଏହି ଗ୍ରୀଷ୍ମ ଲହରୀ ଗତ କିଛି ଦିନରେ ପଶ୍ଚିମ ୟୁରୋପର ଏକ ବିଶାଳ ଅଂଶକୁ ଗୁରୁତର ପ୍ରଭାବିତ କରିଛି। ପବ୍ଲିକ୍ ହେଲଥ୍ ଫ୍ରାନ୍ସ ଏକ ବୟାନରେ କହିଛି ଯେ ୨୪ ଜୁନ…