Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ତାତିରୁ ମିଳିବ ଆଶ୍ବସ୍ତି
ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରି କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ତେବେ ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏହାଦ୍ବାରା ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ(ହିଟ୍ୱେଭ୍)ରେ…
କାଳବୈଶାଖୀ ବର୍ଷା ପ୍ରଭାବରେ ତାତିରେ ହ୍ରାସ
ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା…
ଆକାଶରୁ ନିଆଁ ବର୍ଷା
ସକାଳୁ ସକାଳୁ ଆକାଶରୁ ନିଆଁ ବର୍ଷା ହୋଇଥିଲା। ସାଢ଼େ ୮ଟା ବେଳକୁ ବାରିପଦା ସହରର ପାରଦ ୩୮ ଡିଗ୍ରି ଡେଇଁଯାଇଥିଲା। କେବଳ ବାରିପଦା ନୁହେଁ, ବାଲେଶ୍ବର, ଭୁବନେଶ୍ବର, ତାଳଚେର, କେନ୍ଦୁଝର, କଟକ ସହରରେ ମଧ୍ୟ ସମାନ ଅବସ୍ଥା ଉପୁଜିଥିଲା। ଦିନର ତାପମାତ୍ରା ହୁ ହୁ ହୋଇ ବଢ଼ିବା ସହ ଦେହହାତ ଜାଳି…
ଆମେରିକାରେ ଗୁଳିକାଣ୍ଡ
ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ, ଉତ୍ତର କାରୋଲିନାର ଚାର୍ଲୋଟରେ ଅନେକ…
୪୩ ଡିଗ୍ରୀ ଛୁଇଁଲା ପାରଦ
ଜଳୁଛି ଓଡ଼ିଶା । ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ପାରଦ । ସାଢେ ୨ଟା ସୁଦ୍ଧା କେନ୍ଦୁଝରର ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ । ଝାରସୁଗୁଡ଼ାର ତାପମାତ୍ରା ୪୨.୮, ସମ୍ବଲପୁରରେ ୪୨.୬, ହୀରାକୁଦରେ ୪୧.୮ ଡିଗ୍ରୀ ରେକର୍ଡ କରିଥିବା ବେଳେ ରାଉରକେଲାରେ ୪୧.୮, ବାଲେଶ୍ୱରର ତାପମାତ୍ରା…
ସପ୍ତାହ ଯାଏଁ ତାତିରୁ ନିସ୍ତାର ନାହିଁ
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି। ଦିନ ତ ଦିନ ରାତିରେ ମଧ୍ୟ ପାରଦ ୨୫ ଡିଗ୍ରି ଉପରେ ରହୁଛି। ଲଗାତାର ୧୪ ଦିନ ଧରି ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବା ଏବେ ଚିନ୍ତାର କାରଣ ପାଲଟିଛି। ପୂର୍ବରୁ କେବେ ଏପ୍ରିଲ ମାସରେ ଏଭଳି ତାତି ଅନୁଭୂତ ହୋଇ ନ ଥିବା…
ଭୁବନେଶ୍ବର ପୁଣି ଉତ୍ତପ୍ତ ସହର
ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହରେ ଏକ ସପ୍ତାହ ଧରି ସାରା ଓଡ଼ିଶା ଜଳୁଛି। ଆଜି ମଧ୍ୟ ଏଥିରୁ ନିସ୍ତାର ମିଳି ନାହିଁ। ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ବର ପୁଣି ସବୁଠୁ ଉତ୍ତପ୍ତ ସହର ହୋଇଛି। ରାଜଧାନୀରେ ତାପମାତ୍ରା ୪୩.୨ ଡିଗ୍ରି କେରର୍ଡ କରାଯାଇଛି। କେନ୍ଦୁଝରରେ ୪୨.୭, ଚାନ୍ଦବାଲିରେ…
ଆହୁରି ବଢିବ ତାତି !
ଭୀଷଣ ତାତିରେ ଆଜି କଲବଲ ହୋଇଛି ସାରା ରାଜ୍ୟ। ସୂର୍ଯ୍ୟ ଉଦୟ ହେବା ସହିତ ଆରମ୍ଭ ହୋଇଯାଇଥିଲା ତାତିର ପ୍ରକୋପ। ଚାହୁଁଚାହୁଁ ଅପରାହ୍ନ ସୁଦ୍ଧା ଏହା ଚରମ ସୀମାରେ ଯାଇ ପହଞ୍ଚିଥିଲା। ଆଜି ୩୩ ସହରରେ ତାପମାତ୍ରା ୪୦° ଅତିକ୍ରମ କରିଥିବା ବେଳେ ସେଥିମଧ୍ୟରୁ ୧୪ଟି ସହରର ତପାମାତ୍ରା ୪୩…
ଖଇ ଫୁଟୁଛି ସାରା ରାଜ୍ୟ
କେଉଁଠି ବି ତାତିରୁ ନିସ୍ତାର ମିଳୁ ନାହିଁ। ଦିନ ବଢ଼ିବା ସହ ତାତିର ପ୍ରକୋପ ଏତେ ବଢ଼ିଯାଉଛି ଯେ ଶରୀରରୁ ଜଳୀୟ ଅଂଶ କମିଯାଉଛି। ସ୍ଥାନେ ସ୍ଥାନେ ଲୋକେ ଅଣନିଶ୍ବାସୀ ହୋଇପଡ଼ୁଛନ୍ତି। ତାତି ପ୍ରକୋପରେ କିଏ ରାସ୍ତାରେ ଟଳି ପଡ଼ୁଛନ୍ତି ତ ଆଉ କିଏ ପ୍ରତି ମୂହୂର୍ତ୍ତରେ ଗଛ ଛାଇ ଖୋଜୁଛନ୍ତି।…
ସାରା ରାଜ୍ୟରେ ଅଗ୍ନିବର୍ଷା
ଲଗାତାର ୧୨ ଦିନ ଧରି ଜାରି ରହିଛି ଗ୍ରୀଷ୍ମପ୍ରବାହ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସ୍ଥିତି ଅସମ୍ଭାଳ ହେବ । ଆକାଶରୁ ବର୍ଷିବ ନିଆଁ । ୨ ଦିନ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ୪୫ରୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା । ଦିନ ୧୧ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆୱାର…