Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ଜଳୁଛି ସାରା ରାଜ୍ୟ
ସକାଳ ସାଢେ ୮ଟାରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ବଢ଼ିବାରେ ଲାଗିଛି। ସେସବୁ ସହର ମଧ୍ୟରେ ବାଲେଶ୍ୱର ଏବଂ ଅନୁଗୁଳ ତତଲା କଢ଼େଇ ପାଲଟିଛି। ବାଲେଶ୍ୱରର ତାମପାତ୍ରା ସର୍ବାଧିକ ରହିଛି। ଗୁରୁବାର ସକାଳୁ ବାଲେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି । ସେହିପରି ଅନୁଗୁଳ ସହର ତାପମାତ୍ରା ମଧ୍ୟ…
ବଦଳିଲା ପାଗ .ଆଗାମୀ ୩ ଘଣ୍ଟା ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା
ବଦଳିଲା ଭୁବନେଶ୍ୱରର ପାଗ । ଆଗାମୀ ୩ଘଣ୍ଟା ଘୂଣ୍ଣିଝଡ ଓ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଘୂଣ୍ଣିଝଡ ଓ ବର୍ଷା ବ୍ରଜପାତ ନେଇ ଆଶଙ୍କା କରିଛି ବିଭାଗ । ଏଥିସହ କିଛି ଜିଲ୍ଲାକୁ ସତର୍କ ସୂତନା ଜାରି କରିଛି ବିଭାଗ ।ରାୟଗଡା, ଗଂଜାମ ,କଟକ ,ଖୋର୍ଦା ଭୁବନେଶ୍ୱର, ପୁରୀ ନୟାଗଡ, ଓ…
ଭୟଙ୍କର ତାତି
ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରି ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍ୱେଭ୍)ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ(ସିଭିଅର ହିଟ୍ୱେଭ୍) ଜାରି ରହିବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ପାରଦ ୪୬ ଡିଗ୍ରି ଛୁଇଁପାରେ। ୨୭ ତାରିଖରେ…
ଅସହ୍ୟ ତାତି
ଆଜି ରାଜ୍ୟରେ ସକାଳ ସାଢେ ୮ଟା ସୁଦ୍ଧା ଆଠଟି ସହରରେ ୩୨ ଡିଗ୍ରୀ ଛୁଇଁଛି ପାରଦ । ତେବେ ବାଲେଶ୍ୱରରେ ୩୫.୨ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି । ସେହିଭଳି ପାରାଦୀପରେ ୩୩,୪, ଭୁବନେଶ୍ୱରରେ ୩୩.୨, ଭବାନୀପାଟଣାରେ ୩୩ ଡିଗ୍ରୀ, ଗୋପାଳପୁର ଓ ପୁରୀର ତାପମାତ୍ରା ୩୨.୬…
ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା , ତଥାପି କମୁନି ତାତି, ବହୁଛି ଝାଞ୍ଜି ।
ଆଜି ହାଲକା ଓ ମଧ୍ୟମ ଧରଣର ବର୍ଷା ହୋଇଥିଲେ ମଧ୍ୟ ତଥାପି ଖରା କରିଛି କଲବଲ । ଅସହ୍ୟ ତାତିରୁ ତ୍ରାହି ମିଳିନି । ଆର୍ଦ୍ର ପାଣିପାଗ ଯୋଗୁଁ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହୋଇଛନ୍ତି ରାଜ୍ୟବାସୀ । ଖାଲି ସେତିକି ନୁହେଁ ଝାଞ୍ଜିପବନ ମାଡରେ ଅସ୍ତବ୍ୟସ୍ତ ବି ଜନଜୀବନ ।
ତେବେ କିଛି ସ୍ଥାନରେ…
ଗରମକୁ ବଳିଯାଉଛି ଝାଞ୍ଜିମାଡ଼
ଗତ ତିନି ଦିନ ପରି ଆଜି ମଧ୍ୟ ରାଜ୍ୟର ସମସ୍ତ ସହରରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ବଳିଗଲାଣି ଝାଞ୍ଜି ମାଡ଼। ଶନିବାର ଦେଶର ଉତ୍ତପ୍ତ ସହର ପାଲଟିଥିବା ବାରିପଦାଠାରେ ଆଜି ୪୪.୬ ଡିଗ୍ରି ରେକର୍ଡ ହୋଇଛି, ଯାହାକି ଦେଶରେ ଦ୍ବିତୀୟ ସର୍ବୋଚ୍ଚ ତାପମାତ୍ରା।…
କଲବଲ କରୁଛି ତାତି
ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି ।ସକାଳ ୮ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ସହ ବାରିପଦା ସବୁଠୁ ଉତପ୍ତ ସହର ହୋଇଥିବା ବେଳେ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁ ସାରିଲାଣି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦିନ ସାଢ଼େ ୧୧ଟା…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡୁଛି । ତାପମାତ୍ରା ବିଭିନ୍ନ ସ୍ଥାନରେ ୪୩ ଡିଗ୍ରୀ ଉପରେ ରହୁଛି । ଏପରିକି ବହୁ ସ୍ଥାନରେ ମରୁଡି ପରି ପରିସ୍ଥିତି ସୃଷ୍ଟି ହେଲାଣି । ଏହି କ୍ରମରେ ଭାରତୀୟ ପାଣିପାଗ ବିଭାଗ ୧୪ ମାର୍ଚ୍ଚରୁ ଏପ୍ରିଲ ୧୦…
ଗୁଳୁଗୁଳି ସାଙ୍ଗକୁ ଜନଜୀବନକୁ ଅସ୍ତବ୍ୟସ୍ତ
ଭୁବନେଶ୍ବର: ସକାଳ ସାଢ଼େ ୮ଟା ବେଳେ ତାପମାତ୍ରା ଥିଲା ୩୩.୪ ଡିଗ୍ରି। ସାଢ଼େ ୧୧ଟା ବେଳକୁ ତାହା ୪୦.୬ ଡିଗ୍ରିରେ ପହଞ୍ଚିଥିଲା। ଅପରାହ୍ଣ ସାଢ଼େ ୨ଟା ବେଳକୁ ପାରଦ ୪୩.୬ ଡିଗ୍ରି ଛୁଇଁଥିଲା। ଅର୍ଥାତ୍ ୬ ଘଣ୍ଟା ମଧ୍ୟରେ ୧୦.୨ ଡିଗ୍ରି ବୃଦ୍ଧି ପାଇଥିଲା ଭୁବନେଶ୍ବର ସହରର ତାପମାତ୍ରା। କେବଳ ଯେ…
ଅସହ୍ୟ ଗରମ
ରାଜ୍ୟରେ ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ତାତି ଅନୁଭୂତ ହେବ । ଆସନ୍ତା ୨ ଦିନ ଭିତରେ ଏହି…