Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
୨ ଦିନ ଭିତରେ ବୃଦ୍ଧି ପାଇବ ତାପମାତ୍ରା
ଗ୍ରୀଷ୍ମଲହରୀକୁ ନେଇ ରାଜ୍ୟରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ । ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ…
ସିଝୁଛି ସାରା ଓଡ଼ିଶା
ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି। ମାଲକାନଗିରିରୁ ମୟୂରଭଞ୍ଜ, ଜଗତ୍ସିଂହପୁରରୁ ବରଗଡ଼ ଯାଏ ଜୀବନଯାତ୍ରା ପ୍ରଭାବିତ। ରାଜଧାନୀର…
ଜଳୁଛି ଓଡିଶା
ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮…
ପୁଣି ଫେରିଲା ତାତି
ରାଜ୍ୟରେ ଆଜିଠୁ ତାତି ବଢି ବୋଲି ରେକର୍ଡ କରାଯାଇଛି । ତେବେ ଏହାରି ମଧ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହେଉଛି ପାରଳାଖେମୁଣ୍ଡି । ପାରଳାଖେମୁଣ୍ଡିର ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି ।ସୂଚନାନୁଯାୟୀ, ବାରିପଦାରେ ୩୯ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ ୩୮.୬ ଡଗ୍ରୀ ରହିଛି ।…
ସାଂଘାତିକ ଖରା
ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।…
୧୩ରୁ ରାଜ୍ୟରେ ଶୁଷ୍କ ବାୟୁ ପ୍ରବାହ ବଢ଼ିବ
ରାଜ୍ୟରେ ପାଗରେ ପରବର୍ତ୍ତନ ହେବା ସହିତ ଧୀରେଧୀରେ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୬-୮ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଏହାଫଳରେ ରାଜ୍ୟରେ ପୁଣି ଥରେ ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିବ । ୧୩ରୁ ରାଜ୍ୟରେ ଶୁଷ୍କ ବାୟୁ ପ୍ରବାହ ବଢ଼ିବ…
ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ଆଜି ସକାଳୁ ପାଗ ମେଘୁଆ ରହିଛି। କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼…
୧୩ରୁ ବଢିବ ତାତି
ଆସନ୍ତା ୧୩ ତାରିଖରୁ ସାରା ରାଜ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବାକୁ ଯାଉଛି । ୧୩ ତାରିଖ ପରଠାରୁ ତାତି ଆହୁରି ବଢିବ ବୋଲି ସୂଚନା ଦିଆଯାଇଛି । ଏହାସହିତ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସହ ଦିନର ତାପମାତ୍ରା ମଧ୍ୟ ଉପରକୁ ଉଠିବ ବୋଲି ପାଣିପାଗ ବିଭାଗ ସୂଚନା…
୨୪ ଘଣ୍ଟା ମଧ୍ୟରେ ପ୍ରବଳ ଛେଚିବ
ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟ ଉପରେ ବର୍ତ୍ତମାନ ଏକ ପଶ୍ଚିମା ଝଡ଼ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ…
ତାତିରୁ ମିଳିବ ଆଶ୍ୱସ୍ତି
ଆଜି ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିଛି । ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ…