Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଲଘୁଚାପ ସୃଷ୍ଟି
ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଜି ୧୯ ଜିଲ୍ଲାକୁ ସତର୍କ ସୂଚନା…
ଉପକୂଳରେ ବଢ଼ିବ ବର୍ଷା
ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଥମେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ୨୨…
୨୪ ଘଣ୍ଟାରେ ପ୍ରବଳ ବର୍ଷିବ
ବଙ୍ଗୋପସାଗର ତଥା ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ତାହା ପାରାଦୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ ଏବଂ ଏହା ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ନିକଟ ଦେଇ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ। ଯଦି…
୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷିବ
ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗରେ ପୁଣିଥରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି।
ଏହାର…
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଟୁଇନ ସିଟରେ ପ୍ରବଳ ଛେଚିବ। ବୁଧବାର ପାଣିପାଗକେନ୍ଦ୍ର ପକ୍ଷରୁ ଏ ନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି ହୋଇଛି।ଟୁଇନ ସିଟି ସମେତ…
ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି , ଆକାଶ ମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ
ଲଗାଣ ବର୍ଷା ପରେ ଏବେ ଉତ୍ତର ଓଡିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ବାଲେଶ୍ଵର ଜିଲ୍ଲାର ବାଲିଆପାଳ, ଭୋଗରାଇ , ଜଳେଶ୍ଵର ଏବଂ ବସ୍ତା ବ୍ଲକର ଶହ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣରେଖାର ବନ୍ୟା ଜଳରେ ଏବେ ବହୁ ଅଞ୍ଚଳ ଜଳବନ୍ଦୀ ହୋଇଛି। ଗାଁ ଗାଁରେ ଅଣ୍ଟାଏ ଉଚ୍ଚର ପାଣି…
ସାରା ରାଜ୍ୟ ଭିଜୁଛି
ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ…
ବାଦଲ ଫଟା ବର୍ଷା
ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ । ଏହାମଧ୍ୟରେ ମୟୁରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏହାବ୍ୟତୀତ କିଛି ଜିଲ୍ଲାକୁ ସତର୍କ ରହିବା ପାଇଁ…
ଦୁର୍ବଳ ହେଉଛି ଲଘୁଚାପ
ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହେଉଛି । ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ଝାରଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…
୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା
ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ,…