Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
୪ ରାଜ୍ୟ ଜଳୁଛି
ଗ୍ରୀଷ୍ମ ପ୍ରବାହ ଜାରି ରହିଛି ଏବଂ ଦିଲ୍ଲୀରେ ପାରଦ ୪୨ ଡିଗ୍ରି ଛୁଇଁଛି। ପ୍ରବଳ ଗରମ ମଧ୍ୟରେ ରବିବାର ଜାତୀୟ ରାଜଧାନୀରେ ବର୍ଷର ସବୁଠାରୁ ଉତ୍ତପ୍ତ ଦିନ ରେକର୍ଡ କରାଯାଇଥିଲା, ଯାହାର ସର୍ବୋଚ୍ଚ ତାପମାତ୍ରା ୪୧.୧ ଡିଗ୍ରି ସେଲସିୟସ ରହିଛି, ଯାହା ସ୍ୱାଭାବିକଠାରୁ ୨ ଡିଗ୍ରି ଅଧିକ। ଚଳିତ…
ଟ୍ବିନ୍ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା
ଆଜି ସକାଳେ ଟ୍ବିନ୍ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର…
ଖସିବ ତାପମାତ୍ରା
ଆଜିଠାରୁ ପାଗରେ ପରିବର୍ତ୍ତନ ଆସିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସହ ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମେ ୭ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଯାଜପୁର,…
୪୨° ଉପରେ ୧୫ ସହର
ଆଜି ବି ୧୫ ସହରର ତାପମାତ୍ରା ୪୨° ଉପରେ ରହିଥିବା ବେଳେ ୨୫ ସହରର ତାପମାତ୍ରା ୪୦° ଉପରେ ରହିଛି। ବୌଦ୍ଧ ଓ ନୂଆପଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୪° ରେକର୍ଡ କରାଯାଇଛି। ଆସନ୍ତା ୬ରୁ ୯ ତାରିଖ ମଧ୍ୟରେ ତାପମାତ୍ରା ସ୍ୱାଭାବିକ ଠାରୁ କମ୍ ରହିବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ…
ତାତିରେ ସାମାନ୍ୟ ବ୍ରେକ୍
ତାତିରେ ସାମାନ୍ୟ ବ୍ରେକ୍ ଲାଗିବ । ୨ ସପ୍ତାହରୁ ଅଧିକ ଗ୍ରୀଷ୍ମର ପ୍ରଭାବରୁ କଲବଲ ହେଉଥିବା ରାଜ୍ୟବସୀଙ୍କୁ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଗାମୀ ୩ରୁ୪ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାନାହିଁ । ଦୁଇଦିନ ପରେ ଉପକୂଳରେ ଗ୍ରୀଷ୍ମ ପ୍ରଭାବର ଆଦୌ ସମ୍ଭାବନା ନାହିଁ ।…
ତାତିରୁ ମିଳିବ ଆଶ୍ବସ୍ତି
ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରି କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ତେବେ ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏହାଦ୍ବାରା ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ(ହିଟ୍ୱେଭ୍)ରେ…
କାଳବୈଶାଖୀ ବର୍ଷା ପ୍ରଭାବରେ ତାତିରେ ହ୍ରାସ
ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା…
ଆକାଶରୁ ନିଆଁ ବର୍ଷା
ସକାଳୁ ସକାଳୁ ଆକାଶରୁ ନିଆଁ ବର୍ଷା ହୋଇଥିଲା। ସାଢ଼େ ୮ଟା ବେଳକୁ ବାରିପଦା ସହରର ପାରଦ ୩୮ ଡିଗ୍ରି ଡେଇଁଯାଇଥିଲା। କେବଳ ବାରିପଦା ନୁହେଁ, ବାଲେଶ୍ବର, ଭୁବନେଶ୍ବର, ତାଳଚେର, କେନ୍ଦୁଝର, କଟକ ସହରରେ ମଧ୍ୟ ସମାନ ଅବସ୍ଥା ଉପୁଜିଥିଲା। ଦିନର ତାପମାତ୍ରା ହୁ ହୁ ହୋଇ ବଢ଼ିବା ସହ ଦେହହାତ ଜାଳି…
ଆମେରିକାରେ ଗୁଳିକାଣ୍ଡ
ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ, ଉତ୍ତର କାରୋଲିନାର ଚାର୍ଲୋଟରେ ଅନେକ…
୪୩ ଡିଗ୍ରୀ ଛୁଇଁଲା ପାରଦ
ଜଳୁଛି ଓଡ଼ିଶା । ଦିନ ସାଢେ ୨ଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ପାରଦ । ସାଢେ ୨ଟା ସୁଦ୍ଧା କେନ୍ଦୁଝରର ତାପମାତ୍ରା ସର୍ବାଧିକ ୪୩ ଡିଗ୍ରୀ । ଝାରସୁଗୁଡ଼ାର ତାପମାତ୍ରା ୪୨.୮, ସମ୍ବଲପୁରରେ ୪୨.୬, ହୀରାକୁଦରେ ୪୧.୮ ଡିଗ୍ରୀ ରେକର୍ଡ କରିଥିବା ବେଳେ ରାଉରକେଲାରେ ୪୧.୮, ବାଲେଶ୍ୱରର ତାପମାତ୍ରା…