Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Weather Report
News about state of the atmosphere
୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ…
ଆସୁଛି ଦୁଇଟି ଲଘୁଚାପ
ଆସନ୍ତା ୭ ଦିନ ମଧ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବ। ପ୍ରଥମଟି ଆଜି ସନ୍ଧ୍ୟାରେ କେନ୍ଦ୍ରୀୟ-ପୂର୍ବ ଆରବସାଗରରେ ଉତ୍ତର କର୍ଣ୍ଣାଟକ ଉପକୂଳଠାରୁ କିଛି ଦୂରରେ ରହିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬ ତାରିଖରେ ୟେମେନ୍ ସଂଲଗ୍ନ ଓମାନ ଉପକୂଳ ସ୍ପର୍ଶ କରିବ। ଏହାର…
ମାଡ଼ିଆସୁଛି ବାତ୍ୟା ମିଲ୍ଟନ
ମାଡ଼ିଆସୁଛି ବାତ୍ୟା ମିଲ୍ଟନ । ଆମେରିକା ଫ୍ଲୋରିଡ଼ା ସହରରେ ଆଲର୍ଟ । 100 ବର୍ଷରେ ସବୁଠାରୁ ଭୟଙ୍କର ବାତ୍ୟା ଆସୁଥିବା ସୂଚନା । ଲୋକଙ୍କୁ ବିପଜ୍ଜନକ ସ୍ଥାନ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି । 10 ଦିନ ମଧ୍ୟରେ ଆମେରିକାରେ ଏହା ହେଉଛି ଦ୍ବିତୀୟ ବଡ଼ ଝଡ଼ । ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ…
୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ
ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କିଛି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସୃଷ୍ଟି କରୁଛି। ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି ଏନେଇ ସୂଚନା ପ୍ରଦାନ କରିଛନ୍ତି। ତେବେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟ ପାଣିପାଗରେ ବିଶେଷ…
ଟଳିଲା ବର୍ଷା ଡ଼ର
ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ବିଜୁଳି ସହ ଘଡଘଡି ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ । ତା ପରଠୁ ଶୁଖିଲା । ୧୨ ତାରିଖ ଯାଏ ରାଜ୍ୟରେ ବର୍ଷା ନାହିଁ । ପରେ ୧୧ରୁ ୧୭ ତାରିଖ ଭିତରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲୋ ପ୍ରେସର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆକଳନ କରିଛି…
ପ୍ରବଳ ବର୍ଷା
ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ , ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାରେ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଆଗାମୀ 3 ଘଣ୍ଟା ପାଇଁ ସତର୍କ…
୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ…
ସୃଷ୍ଟି ହେଲା ଲଘୁଚାପ
ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ହେଲେ ଏହାର ପ୍ରଭାବ ଅଧିକ ରହିବ ନାହିଁ। କାଁଭାଁ ସ୍ଥାନରେ ବର୍ଷା ରହିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମଧରଣର ବର୍ଷା କାଁଭାଁ ସ୍ଥାନରେ ରହିବ। ଆସନ୍ତା ୨୪ ଘଣ୍ଟା ମୁଖ୍ୟତଃ ପାଗ ଶୁଖିଲା ସହ…
ପୁଣି ଫେରିବ ମୌସୁମୀ
ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର…