Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଗରମକୁ ବଳିଯାଉଛି ଝାଞ୍ଜିମାଡ଼
ଗତ ତିନି ଦିନ ପରି ଆଜି ମଧ୍ୟ ରାଜ୍ୟର ସମସ୍ତ ସହରରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ବଳିଗଲାଣି ଝାଞ୍ଜି ମାଡ଼। ଶନିବାର ଦେଶର ଉତ୍ତପ୍ତ ସହର ପାଲଟିଥିବା ବାରିପଦାଠାରେ ଆଜି ୪୪.୬ ଡିଗ୍ରି ରେକର୍ଡ ହୋଇଛି, ଯାହାକି ଦେଶରେ ଦ୍ବିତୀୟ ସର୍ବୋଚ୍ଚ ତାପମାତ୍ରା।…
କଲବଲ କରୁଛି ତାତି
ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି ।ସକାଳ ୮ଟା ୩୦ ସୁଦ୍ଧା ୩୭ ଡିଗ୍ରୀ ସହ ବାରିପଦା ସବୁଠୁ ଉତପ୍ତ ସହର ହୋଇଥିବା ବେଳେ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ଓ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀ ଛୁଇଁ ସାରିଲାଣି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦିନ ସାଢ଼େ ୧୧ଟା…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିନ ୧୦ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡୁଛି । ତାପମାତ୍ରା ବିଭିନ୍ନ ସ୍ଥାନରେ ୪୩ ଡିଗ୍ରୀ ଉପରେ ରହୁଛି । ଏପରିକି ବହୁ ସ୍ଥାନରେ ମରୁଡି ପରି ପରିସ୍ଥିତି ସୃଷ୍ଟି ହେଲାଣି । ଏହି କ୍ରମରେ ଭାରତୀୟ ପାଣିପାଗ ବିଭାଗ ୧୪ ମାର୍ଚ୍ଚରୁ ଏପ୍ରିଲ ୧୦…
ଗୁଳୁଗୁଳି ସାଙ୍ଗକୁ ଜନଜୀବନକୁ ଅସ୍ତବ୍ୟସ୍ତ
ଭୁବନେଶ୍ବର: ସକାଳ ସାଢ଼େ ୮ଟା ବେଳେ ତାପମାତ୍ରା ଥିଲା ୩୩.୪ ଡିଗ୍ରି। ସାଢ଼େ ୧୧ଟା ବେଳକୁ ତାହା ୪୦.୬ ଡିଗ୍ରିରେ ପହଞ୍ଚିଥିଲା। ଅପରାହ୍ଣ ସାଢ଼େ ୨ଟା ବେଳକୁ ପାରଦ ୪୩.୬ ଡିଗ୍ରି ଛୁଇଁଥିଲା। ଅର୍ଥାତ୍ ୬ ଘଣ୍ଟା ମଧ୍ୟରେ ୧୦.୨ ଡିଗ୍ରି ବୃଦ୍ଧି ପାଇଥିଲା ଭୁବନେଶ୍ବର ସହରର ତାପମାତ୍ରା। କେବଳ ଯେ…
ଅସହ୍ୟ ଗରମ
ରାଜ୍ୟରେ ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ ଅସହ୍ୟ ତାତି ଅନୁଭୂତ ହେବ । ଆସନ୍ତା ୨ ଦିନ ଭିତରେ ଏହି…
୨ ଦିନ ଭିତରେ ବୃଦ୍ଧି ପାଇବ ତାପମାତ୍ରା
ଗ୍ରୀଷ୍ମଲହରୀକୁ ନେଇ ରାଜ୍ୟରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଲୋକେ । ପ୍ରତିଦିନ ତାପମାତ୍ରା ୪୦ ଡିଗ୍ରୀ ପାର୍ ହେଉଥିବା ବେଳେ ଅସହ୍ୟ ଗରମ ଲୋକଙ୍କୁ କଲବଲ କରୁଛି । ତେବେ ଆଗାମୀ ଦିନରେ ଏହି ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି କୁହାଯାଇଛି । ରାଜ୍ୟର କିଛି ସ୍ଥାନରେ ପ୍ରବଳ ଗରମ ସାଙ୍ଗକୁ…
ସିଝୁଛି ସାରା ଓଡ଼ିଶା
ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି। ମାଲକାନଗିରିରୁ ମୟୂରଭଞ୍ଜ, ଜଗତ୍ସିଂହପୁରରୁ ବରଗଡ଼ ଯାଏ ଜୀବନଯାତ୍ରା ପ୍ରଭାବିତ। ରାଜଧାନୀର…
ଜଳୁଛି ଓଡିଶା
ଦିନ ତାପମାତ୍ରା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ ଏହି ପବନର ପ୍ରଭାବ ଆହୁରି ବୃଦ୍ଧି ପାଇପାରେ। ଫଳରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪ରୁ ୬ ଡିଗ୍ରି ବଢ଼ିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ (ହିଟ୍ୱେଭ୍) ପରିସ୍ଥିତି ଉପୁଜିବ। ତାହାକୁ ନଜରରେ ରଖି ୧୮…
ପୁଣି ଫେରିଲା ତାତି
ରାଜ୍ୟରେ ଆଜିଠୁ ତାତି ବଢି ବୋଲି ରେକର୍ଡ କରାଯାଇଛି । ତେବେ ଏହାରି ମଧ୍ୟରେ ଆଜି ସବୁଠାରୁ ଉତ୍ତପ୍ତ ସହର ହେଉଛି ପାରଳାଖେମୁଣ୍ଡି । ପାରଳାଖେମୁଣ୍ଡିର ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ କରାଯାଇଛି ।ସୂଚନାନୁଯାୟୀ, ବାରିପଦାରେ ୩୯ ଡିଗ୍ରୀ ଥିବା ବେଳେ, ଚାନ୍ଦବାଲିରେ ୩୮.୬ ଡଗ୍ରୀ ରହିଛି ।…
ସାଂଘାତିକ ଖରା
ବଢିବ ତାତି, ଉପରମୁହାଁ ହେବ ପାରଦ । ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୧୫ ଡିଗ୍ରୀ ଯାଏ ବଢିବ ବୋଲି ମଧ୍ୟ ସୂଚନା ଦିଆଯାଇଛି ।…