Trending
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Weather Report
News about state of the atmosphere
୯ ଜିଲ୍ଲାକୁ ବିଜୁଳି ୟେଲୋ ୱାର୍ଣ୍ଣିଂ
ଆକାଶ ନିର୍ମଳ ସହ ମେଘମୁକ୍ତ ରହିଥିବାରୁ ଆସନ୍ତା ୪ ଦିନ ବିଶେଷ ବର୍ଷା ନାହିଁ । କାଁଭାଁ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ରହିବ । ସେପଟେ ଦିନ ତାପମାତ୍ରା ବଢ଼ିବ ବୋଲି ଜଣାପଡ଼ିଛି ।୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଜଣାପଡ଼ିଛି । ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର…
ଉଗ୍ର ହେବ ଲଘୁଚାପ
ବାଂଲାଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ୪ ତାରିଖରେ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶାଉପକୂଳରେ ଲଘୁଚାପର ରୂପ ନେବା ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ…
୬ରେ ଲଘୁଚାପ
ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଜଣାପଡ଼ିଛି । ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ତେବେ ଆଜି ୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ…
୪ରୁ ରାଜ୍ୟରେ ବର୍ଷା ଆରମ୍ଭ
୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ। ହେଲେ ରାଜ୍ୟର କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ସେ ନେଇ ଆକଳନ ହୋଇନଥିବା ପାଣିପାଗ କେନ୍ଦ୍ର କହିଛି। ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷ ବର୍ଷାର ସମ୍ଭାବନା…
ଆସୁଛି ଆଉ ଏକ ଲଘୁଚାପ
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏ ନେଇ ସମ୍ଭାବନା ଜାରି କରିଛି ପାଣିପାଗ ବିଭାଗ । ଫଳରେ ରାଜ୍ୟରେ ବର୍ଷାର ପରିମାଣ ପୁଣିଥରେ ବୃଦ୍ଧି ହୋଇପାରେ । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି । ପାଣିପାଗ ବିଭାଗ ଅନୁସାରେ, ଆସନ୍ତା ୬ ତାରିଖ…
ଦଶହରାରେ ନିର୍ଦ୍ଧୁମ ଛେଚିବ
ଗୋଟିଏ ପଟେ ମା ଜଗତଜନନୀଙ୍କ ଆଗମନ ପାଇଁ ଆରମ୍ଭ ହୋଇଗଲାଣି ପୂଜା ପ୍ରସ୍ତୁତି । ବନ୍ଧା ହେଲାଣି ତୋରଣ ଓ ମଣ୍ଡପ । ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗର ଦୀର୍ଘ ମିଆଦି ଆକଳନ କହୁଛି, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୬ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । …
ଆଜିଠୁ ପାଗ ଶୁଖିଲା ରହିବ
ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଯାଇଛି। ଏଥିରେ କିନ୍ତୁ ଆଜିଠୁ ଲାଗିବ ବ୍ରେକ୍ । କମିବ ବର୍ଷାର ପରିମାଣ । ବର୍ଷାର ପରିମାଣ କମିବା ପରେ ଜାରି ହୋଇଥିବା ୟେଲୋ ୱାର୍ଣ୍ଣିଂକୁ ହଟାଇ ଦିଆଯାଇଛି । ଅବଶ୍ୟ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ…
୧ରୁ ପୁଣି ବଢ଼ିବ ବର୍ଷା
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗିରହିଛି। ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ପୂର୍ବାହ୍ନ ମଧ୍ୟରେ କଟକ ଜିଲ୍ଲା କଣ୍ଟାପଡ଼ାରେ ସର୍ବାଧିକ ୧୧୦ ମିମି ବର୍ଷା ହୋଇଛି। ଏହାବ୍ୟତୀତ ବାଙ୍କିରେ ୧୦୫ ମିମି, ପୁରୀ ଜିଲ୍ଲା ପିପିଲିରେ ୧୦୫, ବରଗଡ଼…
ଆଜି ବି ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହୋଇପାରେ।…
ବର୍ଷା ଯୋଗୁଁ ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା
ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଯୋଗୁଁ ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କେବଳ ପୁରୀ ଜିଲ୍ଲା ନୁହେଁ ଭିଜୁଛି ସାରା ଓଡିଶା। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ…