Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ତାତିରୁ ଆଶ୍ୱସ୍ତି
ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼…
ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ
ଦିନରେ ପ୍ରଚଣ୍ଡ ଖରା ପରିବେଶକୁ ଉତ୍ତପ୍ତ କଲାଣି। ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ।ରାଜ୍ୟର ବିଭିନ୍ନ ସ୍ଥାନରେ ଉପର ମୁହାଁ ହେଉଛି ଦିନର ତାପମାତ୍ରା । ରାଜ୍ୟର ଅଧିକାଂଶ ସହରରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ବେଳେ ୭ଟି ସହରରେ ୩୬ ଡିଗ୍ରୀ ରେକର୍ଡ଼ କରାଯାଇଛି । ଆସନ୍ତା…
ଆଗକୁ ଆହୁରି ବଢିବ ତାପମାତ୍ରା
ରାଜ୍ୟରେ ପୁଣି ବଢିଲା ତାପମାତ୍ରା । ଆଗକୁ ଆହୁରି ତାପମାତ୍ରା ବଢିବାରା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ସମେତ ପଶ୍ଚିମ…
ଅସମ୍ଭାଳ ହେବ ତାତି
ଏ ବର୍ଷ ଅସମ୍ଭାଳ ହେବ ତାତି। ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ହେବ ପାରଦ। ସ୍ବାଭାବିକଠାରୁ ଯଥେଷ୍ଟ ଅଧିକ ରହିବ ତାପମାତ୍ରା।ମାର୍ଚ୍ଚ, ଏପ୍ରିଲ ଏବଂ ମେ ପାଇଁ ଜାରି ହୋଇଥିବା ଆକଳନ ଅନୁସାରେ ଚଳିତ ବର୍ଷ ଏଲନିନୋ ପାଇଁ ଦେଶରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ। ମେ ମାସ ପର୍ଯ୍ୟନ୍ତ…
ତାତିରୁ ନିସ୍ତାର ନାହିଁ
ସକାଳ ୭ ରୁ ହେଉଛି ପ୍ରବଳ ଖରା। ଦିନ ତମାମ ଗରମ ଗୁଳୁଗୁଳିର ପ୍ରଭାବ। ଆସନ୍ତା ୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ । ଉଭୟ ରାତ୍ରି ଓ ଦିନ ତାପମାତ୍ରା ବୃଦ୍ଧି ହେବ। ଗତକାଲି ଠାରୁ ଆଜିର ତାପମାତ୍ରା ବୃଦ୍ଧି ହେବ। ୨ରୁ୩ ଡିଗ୍ରୀ ରାତ୍ରି ତାପମାତ୍ରା ବଢ଼ିବ ।ପଶ୍ଚିମାଝଡ଼ର ଆଗମନ ରହିଛି ।…
୩ ଯାଏଁ ବଢ଼ିବ ତାତି
ରାଜ୍ୟରେ ପୁଣି ପାରଦ ଉପର ମୁହାଁ ହେବ। ପ୍ରଥମେ ଉପକୂଳ ଓଡ଼ିଶା, ପରେ ଅନ୍ୟସ୍ଥାନମାନଙ୍କର ତାପମାତ୍ରା ବଢ଼ିବ। ଅନ୍ୟପଟେ ମଝିରେ ଅର୍ଥାତ ମାର୍ଚ୍ଚ ୪ ଓ ୫ ରେ କିଛି ସ୍ଥାନରେ ବର୍ଷା ଓ ମେଘୁଆ ପାଗ ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।…
ରାଜ୍ୟରେ ଶୁଖିଲା ରହିଛି ପାଗ
ଆଜି ପାଗ ଶୁଖିଲା ରହିବ । କିନ୍ତୁ ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଏହାପରେ ଆସନ୍ତା 3 ତାରିଖ ପର୍ଯ୍ୟନ୍ତ ଆଉ କୌଣସି…
ହାଲୁକା ବର୍ଷା
ବଙ୍ଗୋପସାଗରରୁ ଓଡ଼ିଶାକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା, ଛତିଶଗଡ଼ରୁ ବିଦର୍ଭ ଓ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଦେଇ ତାମିଲନାଡ଼ୁ ପର୍ଯ୍ୟନ୍ତ ଯାଇଥିବା ନିମ୍ନଚାପରେଖା ସହିତ ପଶ୍ଚିମାବାୟୁ ପ୍ରଭାବରେ ବାୟୁମଣ୍ଡଳ ଉପରି ଭାଗରେ ନିମ୍ନଚାପରେଖା ରହିବା ଯୋଗୁଁ ରାଜ୍ୟରେ ଗତ ୨୪ ଘଣ୍ଟା…
ତାତିରୁ ମିଳିଲା ଆଶ୍ୱସ୍ତି
ରାଜ୍ୟରେ ଆହୁରି ତିନି ଦିନ ବର୍ଷା।ଆସନ୍ତାକାଲି ଉତ୍ତର ଅଭ୍ୟନ୍ତର ଓ ତାର ପାଶ୍ୱବର୍ତୀ ଅଂଚଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ଵିଭାଗ। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା…
ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା
ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ତେବେ ଆଜି କେତକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ବିଶେଷ କରି ମଧ୍ୟ ଭାଗର ଜିଲ୍ଲାଗୁଡିକରେ ହାଲୁକା ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ଏକ ନିମ୍ନ ଚାପରେଖା ଛତିଶଗଡ଼ରୁ ବାହାରି…