Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
୪ଦିନ ଯାଏଁ ରାଜ୍ୟରେ ବର୍ଷା
ଆଜିଠାରୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ଅନୁସାରେ, ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ଆଜିଠାରୁ…
ପ୍ରବଳ ଛେଚିବ
ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ଚିନ୍ତାର କାରଣ ପାଲଟିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼,…
ଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥିସହ ବଜ୍ରପାତ ହେବ। ତେବେ ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ…
ଆଜି ପ୍ରବଳ ବର୍ଷିବ
ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ସପ୍ତାହେ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ବୁଧବାର ରାଜ୍ୟର ପ୍ରାୟ ୨୪ ଜିଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଧିକାଂଶ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା…
ପ୍ରବଳ ବର୍ଷିବ
ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। …
ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା
ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟ ଉତ୍ତର ଓଡ଼ିଶା ସମେତ ଅନ୍ୟ କିଛି ଜିଲ୍ଲାରେ ଏଭଳି ପାଗ ଲାଗିରହିବ। ମଙ୍ଗଳବାର ସକାଳ ସୁଦ୍ଧା ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡ଼ା, ଗଜପତି,…
ବଙ୍ଗୋପସାଗରରେ ଲଘୁଚାପ
ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି। ଆଗାମୀ ୨ରୁ୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଆଗାମୀ ୨୪ ଘଣ୍ଟାରେ ଓ ଡ଼ିଶାରେ ବିସ୍ତୃତି ସହ ବର୍ଷା ହେବ। ଏହି ଲଘୁଚାପ…
ପ୍ରବଳ ରୁ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି। ଆଗାମୀ ୨ରୁ୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଆଗାମୀ ୨୪ ଘଣ୍ଟାରେ ଓ ଡ଼ିଶାରେ ବିସ୍ତୃତି ସହ ବର୍ଷା ହେବ।…
ପ୍ରବଳ ବର୍ଷା
ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ,…
ରାଜ୍ୟରେ ପ୍ରବଳ ବର୍ଷା
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ,…