Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ମେଘୁଆ ପାଗକୁ ଝିପିଝିପି ବର୍ଷା
ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓ ଉତ୍ତର ଉପକୂଳ…
ତାତିରୁ ମିଳିଲା ତ୍ରାହି
ତାତିରୁ ମିଳିବ ତ୍ରାହି । ୫ ଜିଲ୍ଲାରେ ପ୍ରବଳ ବର୍ଷିବ,ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ…
ବଢୁଛି ଖରା
ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା…
ରାଜ୍ୟରେ ପାରଦ ଉପରମୁହାଁ
ରାଜ୍ୟରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ ପାରଦ ! ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ…
ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ
ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ ରହିଛି । ଏହି କ୍ରମରେ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୬.୪ ଡିଗ୍ରି ରେକର୍ଡ କରାଯାଇଛି । ସେହଭଳି ଟିଟିଲାଡ ଓ ଭବାନୀପାଟଣାର ତାପମାତ୍ରା ୩୬ ଡିଗ୍ରି ରେକର୍ଡ କରାଯାଇଛି । ଝାରସୁଗୁଡା ୩୫-୬, ସୋନପୁର ୩୫.୫, ବୌଦ୍ଧ ୩୫.୫,…
ଆଗାମୀ ୩ ଦିନ ପଯ୍ୟନ୍ତ ପାଗ ଶୁଖିଲା
ରାଜ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବରେ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଛି। ଏହି ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ତୁଳନାରେ ରାତ୍ରି ତାପମାତ୍ରା ୨ ରୁ ୪ °C ଯାଏଁ ଅଧିକ ରେକର୍ଡ କରାଯାଇଛି। ବର୍ତ୍ତମାନ…
୧୨ ଘଣ୍ଟା ଭିତରେ ବର୍ଷା ସମ୍ଭାବନା
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି…
ଆସୁଛି ବର୍ଷା
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀରେ ୧୯ ଫେବ୍ରୁଆରୀରୁ ୨୧ ଫେବ୍ରୁଆରୀ ମଧ୍ୟରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ଏହାପରେ ୨୨ ଫେବ୍ରୁଆରୀରୁ ପାଗରେ ପରିବର୍ତ୍ତନ ସହ ତାପମାତ୍ରା ବୃଦ୍ଧି ପାଇବ। ଏହି ସପ୍ତାହ ଯାକ ଦେଶର ରାଜଧାନୀ ଦିଲ୍ଲୀର ସର୍ବନିମ୍ନ…
୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି
ରାଜ୍ୟର ବିଭିନ୍ନ ଅଂଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଂଚଳରେ ସକ୍ରୀୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି । ଆଗାମୀ ୩ ଦିନ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ରାତି…
କୁହୁଡି ଚାଦର ତଳେ ଟ୍ୱିନ ସିଟି
ସବୁ ସ୍ଥାନରେ ହାଲୁକା କୁହୁଡ଼ି ଦେଖାଦେଉଥିବାରୁ ଯାତାୟାତରେ ଅସୁବିଧା । ସେପଟେ ଆସନ୍ତା ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବାନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଆସନ୍ତା ଦୁଇ ଦିନ କୋରାପୁଟ, କନ୍ଧମାଳ, ରାୟଗଡ଼ା, କଟକ, ଢେଙ୍କାନାଳ,…