Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ସରିନି କାଳବୈଶାଖୀର ତାଣ୍ଡବ
ଆଜିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି । ପ୍ରବଳ କୁହୁଡ଼ି ଯୋଗୁଁ ଟ୍ୱିନ ସିଟିରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଆଗକୁ ୨୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନଥିବାରୁ ଗାଡ଼ି ଚାଳକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ଗତକାଲି କାଳବୈଶାଖୀ ପ୍ରଭାବରେ…
ଟ୍ୱିନ୍ ସିଟିରେ ତୁହାକୁ ତୁହା ବର୍ଷା
ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ଜାରି ରହିଛି ତୁହାକୁ ତୁହା ବର୍ଷା । ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି ।୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା…
ଭୟାନକ କାଳବୈଶାଖୀ
ଓଡ଼ିଶାର ବିଭିନ୍ନ ଜିଲ୍ଲା କାଳବୈଶାଖୀର ପ୍ରଭାବକୁ ନେଇ ଚେତାବନୀ ଜାରି କରାଯାଇଛି । ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଶଙ୍କା କରାଯାଉଛି । ବିଜୁଳି, ଘଡ଼ଘଡ଼ି ସହିତ ଝଡ଼ିବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି ବେଗରେ…
ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ ଏବଂ ୨୦ ତାରିଖରେ ପଡିବ ବଡ ପ୍ରଭାବ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ…
ରାଜ୍ୟରେ ପାଗ ପରିବର୍ତ୍ତନ ହେବାକୁ ଯାଉଛି
ରାଜ୍ୟରେ କିଛି ଦିନ ହେବ ସମସ୍ତଙ୍କୁ ତାତି କଲବଲ କରୁଛି। ହେଲେ ଏହି ତାତିରୁ ବର୍ତ୍ତମାନ ମୁକ୍ତି ମିଳିବାକୁ ଯାଉଛି । କାରଣ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ ପରିବର୍ତ୍ତନ ହେବାକୁ ଯାଉଛି। ତେବେ କେତେକ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…
୪ ଦିନ ମେଘୁଆ ପାଗ
ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓ ଉତ୍ତର ଉପକୂଳ…
ଆଜିଠୁ କାଳବୈଶାଖୀ
ରାଜ୍ୟରେ ଗରମର ମାତ୍ରା ଧିରେ ଧିରେ ବଢ଼ିବାରେ ଲାଗିଛି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଚଳିତ ମାସରେ ୪୦ ଡିଗ୍ରୀ ଟପିଛି ଦିନ ତାପମାତ୍ରା। ମାତ୍ର ଏହାରି ମଧ୍ୟରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି ଆସନ୍ନ ବର୍ଷା।ଆସନ୍ତା ୨୪ ଘଣ୍ଟା ମଧ୍ଯରେ…
ଆସୁଛି ବର୍ଷା
ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ମଙ୍ଗଳବାର ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଯେଉଁ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିଥିଲା, ତାହା ବର୍ତ୍ତମାନ ଶାନ୍ତ ପଡ଼ିଛି । ତେବେ ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର…
ବର୍ଷା ସମ୍ଭାବନା
ରାଜ୍ୟରେ ଏବେ ଏକାଧିକ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ମଙ୍ଗଳବାର ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଯେଉଁ ଘୂର୍ଣ୍ଣିଝଡ଼ର ପ୍ରଭାବ ରହିଥିଲା, ତାହା ବର୍ତ୍ତମାନ ଶାନ୍ତ ପଡ଼ିଛି । ଏବେ ଓଡ଼ିଶା ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକର ପ୍ରଭାବ ନାହିଁ । ଆଜି…
ସକାଳ ୭ଟାରୁ ହେଉଛି ପ୍ରବଳ ଖରା
ସକାଳ ୭ ରୁ ହେଉଛି ପ୍ରବଳ ଖରା। ଦିନ ତମାମ ଗରମ ଗୁଳୁଗୁଳିର ପ୍ରଭାବ। ଆସନ୍ତା ୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ । ଉଭୟ ରାତ୍ରି ଓ ଦିନ ତାପମାତ୍ରା ବୃଦ୍ଧି ହେବ। ଗତକାଲି ଠାରୁ ଆଜିର ତାପମାତ୍ରା ବୃଦ୍ଧି ହେବ। ୨ରୁ୩ ଡିଗ୍ରୀ ରାତ୍ରି ତାପମାତ୍ରା ବଢ଼ିବ ।ପଶ୍ଚିମାଝଡ଼ର ଆଗମନ ରହିଛି ।…