Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ରାଜ୍ୟରେ ପ୍ରବଳ ବର୍ଷା
ଆଗାମୀ ୪ ଦିନ ଉତ୍ତର ଓ ଉପକୂଳ ଓଡିଶାର କିଚ୍ଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗିରହିଛି ଲଗାଣ ବର୍ଷା। ତେବେ ୬ ତାରିଖ ସଂଧ୍ୟାରୁ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୭…
ସକାଳୁ ସକାଳୁ ୫ ଜିଲ୍ଲାରେ ପ୍ରବଳ ବର୍ଷା
ସକାଳୁ ସକାଳୁ ୫ ଜିଲ୍ଲାରେ ପ୍ରବଳ ବର୍ଷା । କଟକ ସହର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା । ଏହି ସମୟରେ କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଦୃଶ୍ୟମାନ ଦୂରତା କମ ରହିବ ବୋଲି ସତର୍କ କରାଯାଇଛି । ଏଥିସହ ପାଣିପାଗକୁ ନଜରରେ ରଖି…
୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି
ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ତେବେ ସମ୍ପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ଲମ୍ବିଛି, ଯାହା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ…
୬ରୁ ବଢ଼ିବ ବର୍ଷା
ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଆଜିଠୁ କମିବ ବର୍ଷାର ପରିମାଣ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି କିଛି ଅଂଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ । ୬ ତାରିଖ ଯାଏ କୌଣସି ସତର୍କ ସୂଚନା ନାହିଁ । ୬ ରୁ ପୁଣି ବଢିବ ବର୍ଷାର ପରିମାଣ ।ଆଗାମୀ ୭ ତାରିଖ ବେଳକୁ ଆଉ ଏକ…
ଆଜିଠୁ କମିବ ବର୍ଷା
ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ସକାଳ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି ଉଚ୍ଚତା ଯାଏଁ ଲମ୍ବିଛି। ଆଗାମୀ ୨୪ ଘଣ୍ଟା…
ଘୂର୍ଣ୍ଣିବଳୟ ସକ୍ରିୟ
ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି 17 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜଳବନ୍ଦୀ ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।…
୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ
ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ…
କଟକକୁ ୨ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ
ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଗୁରୁବାର ସକାଳେ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ।…
୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ
ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ସକାଳ ସୁଦ୍ଧା ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ସମ୍ବଲପୁର,…
୨ ଯାଏଁ ପ୍ରବଳ ବର୍ଷିବ
୧ରେ ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର, ସମ୍ବଲପୁରରେ ଅତି ପ୍ରବଳ ବର୍ଷିବ । ୨ ତାରିଖରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଲା ଆଞ୍ଚଳିକ ପାଣିପାଗ ବିଭାଗ ।