Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଏବେଠୁ କଲବଳ କଲାଣି ତାତି
ଓଡିଶାରେ ତାତି ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ।ଦୁଇ ଦିନ ପରେ ରାଜ୍ୟରେ ଉପରମୁହାଁ ହେବ ପାରଦ । ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶା ଅସମ୍ଭାଳ ହେବ । ଏନେଇ…
କଲବଲ କଲାଣି ତାତି
କଲବଲ କଲାଣି ତାତି । ମଙ୍ଗଳବାରଠୁ ରାଜ୍ୟରେ ଉପରମୁହାଁ ହେବ ପାରଦ । ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି । ସ୍ବାଭାବିକ ଠାରୁ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । କାଲିଠୁ ରାଜ୍ୟରେ ବଦଳିବ ପାଗ । ଶୁଖିଲା ପାଗ ସହ ମେଘମୁକ୍ତ ଆକାଶ ପାଇଁ ବଢିବ ତାତି।
ଉପକୂଳ…
ଉପକୂଳରେ ବର୍ଷା ସମ୍ଭାବନା
ଆସନ୍ତା ୧୧ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ଦିନର ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ସକାଳେୂ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ,…
୨ ଦିନ ଯାଏଁ ପ୍ରବଳ ବର୍ଷା
ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।ଏକାଧିକ ଜିଲ୍ଲାରେ ହାଲୁକା ବର୍ଷା କାରଣରୁ ବଦଳିଛି ପାଗ । ଦିନରେ ତାପମାତ୍ରା ସାମାନ୍ୟ କମିବା ସହ ମେଘୁଆ ପାଗ ଓ ହାଲୁକା ବର୍ଷା ବିଭିନ୍ନ ସ୍ଥାନରେ…
ବଢ଼ୁଛି ଦିନ ରାତି ତାପମାତ୍ରା
ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ବଢ଼ିବାରେ ଲାଗିଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁୁଚାପ ବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ପ୍ରବେଶ କରୁଛି । ଫଳରେ ଅନେକ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହେଉଛି ।…
ତାତିରୁ ଆଶ୍ୱସ୍ତି
ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼…
ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ
ଦିନରେ ପ୍ରଚଣ୍ଡ ଖରା ପରିବେଶକୁ ଉତ୍ତପ୍ତ କଲାଣି। ସକାଳୁ ସଞ୍ଜଯାଏ ତାତି ନିସ୍ତାର ନାହିଁ।ରାଜ୍ୟର ବିଭିନ୍ନ ସ୍ଥାନରେ ଉପର ମୁହାଁ ହେଉଛି ଦିନର ତାପମାତ୍ରା । ରାଜ୍ୟର ଅଧିକାଂଶ ସହରରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ବେଳେ ୭ଟି ସହରରେ ୩୬ ଡିଗ୍ରୀ ରେକର୍ଡ଼ କରାଯାଇଛି । ଆସନ୍ତା…
ଆଗକୁ ଆହୁରି ବଢିବ ତାପମାତ୍ରା
ରାଜ୍ୟରେ ପୁଣି ବଢିଲା ତାପମାତ୍ରା । ଆଗକୁ ଆହୁରି ତାପମାତ୍ରା ବଢିବାରା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ସମେତ ପଶ୍ଚିମ…
ଅସମ୍ଭାଳ ହେବ ତାତି
ଏ ବର୍ଷ ଅସମ୍ଭାଳ ହେବ ତାତି। ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ହେବ ପାରଦ। ସ୍ବାଭାବିକଠାରୁ ଯଥେଷ୍ଟ ଅଧିକ ରହିବ ତାପମାତ୍ରା।ମାର୍ଚ୍ଚ, ଏପ୍ରିଲ ଏବଂ ମେ ପାଇଁ ଜାରି ହୋଇଥିବା ଆକଳନ ଅନୁସାରେ ଚଳିତ ବର୍ଷ ଏଲନିନୋ ପାଇଁ ଦେଶରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ। ମେ ମାସ ପର୍ଯ୍ୟନ୍ତ…
ତାତିରୁ ନିସ୍ତାର ନାହିଁ
ସକାଳ ୭ ରୁ ହେଉଛି ପ୍ରବଳ ଖରା। ଦିନ ତମାମ ଗରମ ଗୁଳୁଗୁଳିର ପ୍ରଭାବ। ଆସନ୍ତା ୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ । ଉଭୟ ରାତ୍ରି ଓ ଦିନ ତାପମାତ୍ରା ବୃଦ୍ଧି ହେବ। ଗତକାଲି ଠାରୁ ଆଜିର ତାପମାତ୍ରା ବୃଦ୍ଧି ହେବ। ୨ରୁ୩ ଡିଗ୍ରୀ ରାତ୍ରି ତାପମାତ୍ରା ବଢ଼ିବ ।ପଶ୍ଚିମାଝଡ଼ର ଆଗମନ ରହିଛି ।…