Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Weather Report
News about state of the atmosphere
ଆସୁଛି ଆଉ ଏକ ଲଘୁଚାପ
ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା…
ଜୁନ୍ ୧୧ରୁ ୨୭ ତାରିଖ ମଧ୍ୟରେ ଦେଶରେ ସ୍ବାଭାବିକ ବର୍ଷା ଠାରୁ କମ୍ ବର୍ଷା
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଦେଶକୁ ଛୁଇଁଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ମୌସୁମୀ ବାୟୁ ଏହାର ଧାର୍ଯ୍ୟ ସମୟର ୬ଦିନ ପୂର୍ବରୁ ସମଗ୍ର ଦେଶକୁ ଛୁଇଁଛି। ଜୁଲାଇ ୮ରେ ମୌସୁମୀ ବାୟୁ ସମଗ୍ର ଦେଶକୁ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଥିଲା।…
ପ୍ରବଳ ବରଷିବ
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ବୁଧବାର ସକାଳ ସୁଦ୍ଧା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁରରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୬ ତାରିଖ ବେଳକୁ ବର୍ଷା ପରିମାଣ…
୫ ଦିନ ଯାଏଁ ହାଲୁକା ବର୍ଷା
ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ସ୍ଥାନେ ସ୍ଥାନେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝରର ଅଧିକାଂଶ ଅଞ୍ଚଳ ଏବଂ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ ଅଧିକ ବର୍ଷାର ସମ୍ଭାବନା…
ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର,କମିବ ବର୍ଷାର ପରିମାଣ
ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର, ଆଜିଠୁ ସପ୍ତାହେ ପର୍ଯ୍ୟନ୍ତ କମିବ ବର୍ଷାର ପରିମାଣ । ଏହି ଅବଧି ମଧ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨ଦିନ ଧରି ସକ୍ରିୟ ଲଘୁଚାପ ବଳରେ ରାଜ୍ୟରେ ଭଲ…
ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା
ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ସହ ପଶ୍ଚିମବଙ୍ଗ ଉପକୂଳରେ ସକ୍ରୀୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆହୁରୀ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର…
ଆସନ୍ତା ୩ରୁ ନିର୍ଧୂମ୍ ବର୍ଷିବ
ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ।ଆସନ୍ତା ୩ରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି ପାଣିପାଗ…
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ
ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ।
ଆସନ୍ତା ୩ରୁ ପ୍ରବଳ ବର୍ଷା ହେବା ନେଇ ଆକଳନ…
୨୪ ଘଂଟାରେ ପ୍ରବଳ ବର୍ଷା
ଗତ ୨୪ ଘଂଟାରେ ୧୦ଟି ସ୍ଥାନରେ ହୋଇଛି ପ୍ରବଳ ବର୍ଷା । ବର୍ଷାର ରିପୋର୍ଟକୁ ନେଇ ଆଂଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତିଙ୍କ ସୂଚନା । ନୟାଗଡ ଭାପୁରରେ ସର୍ବାଧିକ ୧୭୦ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ । ଲଘୁଚାପ ବର୍ତମାନ ଉତର ପଶ୍ଚିମ ବଙ୍ଗୋପସାଗରରେ ରହିଛି । ଯାହାର ପ୍ରଭାବରେ…
୨୪ ଘଣ୍ଟାରେ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆଜିକୁ ମିଶାଇ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ…