Browsing Category

Weather Report

News about state of the atmosphere

ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ ଜୀନଜୀବନ

କଲବଲ କରୁଛି ପ୍ରବଳ ଥଣ୍ଡା । ସପ୍ତାହେ ହେଲା ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ କରିପକାଇଲାଣି । ପ୍ରବଳ ଶୀତରେ ଓଡ଼ିଶା ଥରୁଥିବା ବେଳେ ଘୁ.ଊଦୟଗିରିରେ ତାପମାତ୍ରା ୩ ଡିଗ୍ରୀ ପାଖାପାଖି ରହୁଛି । ଶନିବାର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । କନ୍ଥମାଳ…

ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ ହାଡ଼ଭଙ୍ଗା ଶୀତ । କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ରେକର୍ଡ କରାଯାଇଛି ।…

ବଢ଼ୁଛି ଶୀତ,ଖସିବାରେ ଲାଗିଛି ରାତି ପାରଦ

ରାଜ୍ୟକୁ  ଶୁଷ୍କ ଓ ଥଣ୍ଡା ଉତ୍ତରା ବାୟୁର ପ୍ରବାହ ହେତୁ ତାପମାତ୍ରା କମିଛି ଓ ଶୀତ ବଢ଼ିଛି। ପ୍ରବଳ ଶୀତ ଯୋଗୁ ବସ୍ତି ଅଞ୍ଚଳରେ ଲୋକମାନେ ରାସ୍ତାକଡ଼ରେ ନିଆଁ ପୁଆଉଁଥିବା ଦେଖିବାକୁ ମିଳୁଛି। ଗତ କିଛି ଦିନ ହେ‌ଲା ଏହି ଭଳି ଶୀତ ଲାଗି ରହିଥିବା ‌ବେଳେ ବୟସ୍କ ଓ ଶିଶୁମାନେ ଜ୍ବର, ଥଣ୍ଡା ଓ…

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା

ରାଜଧାନୀରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଗତ ୧୦ ଦିନରେ ୯.୬ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା । ଆଜି ଭୋର ୫ଟା ୩୦ରେ ୧୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଡିସେମ୍ୱର ୧ରେ ୨୨.୬ ଡିଗ୍ରୀ ସେଲିସୟସ ରେକର୍ଡ କରାଯାଇଥିଲା । ସେହିପରି ଡିସେମ୍ୱର ୨ ତାରିଖରେ ୨୧ ଡିଗ୍ରୀ, ୩…

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା

ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏ ଶୀତ ଲହରି ଜାରି ରହିବ। ଏନେଇ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ୭ ଜିଲା ଝାରସୁଗୁଡ଼ା,…

ପ୍ରବଳ ଥଣ୍ଡାକୁ ଜାଡ଼ରେ ଅସ୍ତବ୍ୟସ୍ତ ଜନଜୀବନ, ଆହୁରି ତିିନି ଦିନ ଲାଗିବ ରହିବ ଥଣ୍ଡା

ଓଡ଼ିଶାର ସବୁଠାରୁ କମ୍ ତାପମାତ୍ରା ଏବଂ ଥଣ୍ଡାର ସହରରେ ଦିନକୁ ଦିନ ନିମ୍ନମୁଖୀ ହେବାରେ ଲାଗିଛି ପାରା । ଅସହ୍ୟ ହେବାରେ ଲାଗିଛି ଜୀବନଯାତ୍ରା । ପ୍ରବଳ ଥଣ୍ଡାକୁ ଜାଡ଼ ଅସ୍ତବ୍ୟସ୍ତ କରିଦେଉଛି । ରାତି ପାହିଲେ ସୂର୍ଯ୍ୟ କିରଣ ସଞ୍ଜ ନଇଁଲେ ନିଆଁ ଭରସାରେ ଚାଲିଛି ଜୀବନ । ଦିନକୁ ଦିନ…

ଦକ୍ଷିଣରୁ ଉତ୍ତର ଓଡ଼ିଶା, ପଶ୍ଚିମରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଶୀତ

ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି। ଦକ୍ଷିଣରୁ ଉତ୍ତର ଓଡ଼ିଶା, ପଶ୍ଚିମରୁ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରଚଣ୍ଡ ଶୀତ ପଡୁଛି। ବିଶେଷକରି କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ,…

ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି

ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି। ପାହାଡ଼ିଆ ଏବଂ ସମତଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଅପରାହ୍ଣ ୪ଟା ବାଜିଲେ ଶୀତ ମାଡ଼ି ଆସୁଛି। ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା…

ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ

ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ । ଅନ୍ୟ ସ୍ଥାନରେ ବି ଅସମ୍ଭାଳ ଶୀତ ହେବ । ଦେହ, ହାତ ଥରିଯିବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ବହିବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ଶନିବାର ରାତିରେ ଫୁଲବାଣୀ ଓ…

ଥଣ୍ଡାରେ ଥରୁଛି ସାରା ଓଡ଼ିଶା , କୁହୁଡ଼ି ଆସ୍ତରଣରେ ଯାତାୟତ ବାଧାପ୍ରାପ୍ତ

ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ପ୍ରବଳ ଶୀତ ଯୋଗୁ ଜନଜୀବନ ବାଧାପ୍ରାପ୍ତ ହୋଇଛି । କୁହୁଡ଼ି ଆସ୍ତରଣରେ ସାରା ସହର । ଯାତାୟତ ବାଧାପ୍ରାପ୍ତ ହୋଇଛି । ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ…