Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Weather Report
News about state of the atmosphere
ଆଜି ବର୍ଷା ପାଇଁ ପୂରା ଓଡ଼ିଶାକୁ ଆଲର୍ଟ ଜାରି , ୨୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ଆସୁଛି ବଡ଼ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ । ଝଟକା ପବନ ମଧ୍ୟ ଲାଗି ରହିବ । ଆଜି ବର୍ଷା ପାଇଁ ପୂରା ଓଡ଼ିଶାକୁ ଆଲର୍ଟ ଜାରି । ୨୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ୨୩ ଜିଲ୍ଲା ମଧ୍ୟରୁ କେନ୍ଦୁଝର, କନ୍ଧମାଳ ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୭…
ଜୁଲାଇ ୨ ତାରିଖ ବେଳକୁ ରାଜ୍ୟରେ ଲଘୁଚାପ ,ସ୍ବାଭାବିକଠାରୁ ଅଧିକ ବର୍ଷା ସମ୍ଭାବନ
ଜୁଲାଇ ୨ ତାରିଖ ବେଳକୁ ରାଜ୍ୟରେ ର ଲଘୁଚାପ ସୃଷ୍ଟି ହୋଇପାରେ । ୩୦ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପ ସାଗ ପ ସାଗରରେ ଏହା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। କିନ୍ତୁ ୧ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇପାରେ। ୨ରୁ ୮ତା…
ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି , ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ସୂଚନା ମିଳିଛି । ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି…
ମୌସୁମୀ ଆରମ୍ଭରୁ ରାଜ୍ୟରେ ଭଲ ବର୍ଷା ହେବ ,ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ ଭଲ ବର୍ଷିବ ବର୍ଷା
ମୌସୁମୀ ଆରମ୍ଭରୁ ରାଜ୍ୟରେ ଭଲ ବର୍ଷା ହେବ। ମୌସୁମୀର ମୁଖ୍ୟ ସମୟ (ଜୁଲାଇ-ଅଗଷ୍ଟ-ସେପ୍ଟେମ୍ବର) ମଧ୍ୟରେ ଓଡ଼ିଶାରେ ଭଲ ବର୍ଷିବ । ବିଶେଷ କରି ଉତ୍ତର ଓ ଉପକୂଳ ଜିଲ୍ଲାରେ ସ୍ୱାଭାବିକ ବା ସ୍ୱାଭାବିକଠାରୁ ସାମାନ୍ୟ ଅଧିକ ବର୍ଷା ହେବାର ୪୫–୫୫% ସମ୍ଭାବନା ରହିଛି । କିନ୍ତୁ ପରେ ବା ମୌସୁମୀ ଶେଷ…
କେରଳ ଛୁଇଁବାର ୮ ଦିନ ପରେ ଓଡ଼ିଶାରେ ପହଞ୍ଚିଥିଲା ମୌସୁମୀ ବାୟୁ, ୧୧ ଦିନରେ ସମ୍ପୂର୍ଣ୍ଣ ରାଜ୍ୟକୁ ଅଗ୍ରସର ହୋଇଛି…
ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ । ଜୁନ ୧୨ରେ ରାଜ୍ୟକୁ ମୌସୁମୀର ଅଗ୍ରସର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏଥର କେରଳ ଛୁଇଁବାର ୮ ଦିନ ପରେ ଓଡ଼ିଶାରେ ପହଞ୍ଚିଥିଲା ମୌସୁମୀ ବାୟୁ । ଉତ୍ତର ଭାଗରୁ ରାଜ୍ୟକୁ ପ୍ରବେଶ କରିଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ୧୧ ଦିନରେ…
୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ
ଆଗକୁ ବଢିବା ସହ ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ଛୁଇଁବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ବଲାଙ୍ଗୀର ଓ ସୁନ୍ଦରଗଡ଼ ସମେତ ଅନେକ ଅଞ୍ଚଳକୁ ଛୁଇଁସାରିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା…
ସକାଳୁ ସକାଳୁ ଲଗାଣ ବର୍ଷାରେ ଭିଜୁଛି ଟ୍ବିନସିଟି,ଆଜି ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ସକାଳୁ ସକାଳୁ ଲଗାଣ ବର୍ଷାରେ ଭିଜୁଛି ଟ୍ବିନସିଟି। ୨୩ରୁ ସକ୍ରିୟ ହେବ ମୌସୁମୀ । ଅଧିକ ଅଗ୍ରସର ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ । ଓଡ଼ିଶାରେ ମୌସୁମୀ ପହଞ୍ଚି ସାରଥିଲେ ବି…
୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି
ରାଜ୍ୟରେ ପ୍ରବଳ ବର୍ଷିବ । ୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି । ଆଜି ପାଇଁ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ ଏବଂ ବାଲେଶ୍ବରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦- ୫୦ ଏବଂ କିଛି…
୨୫ ରେ ମୌସୁମୀ ସକ୍ରିୟ ହେବା ନେଇ ସମ୍ଭାବନା
ରାଜ୍ୟରେ ମୌସୁମୀ ସକ୍ରିୟ ନାହିଁ । ଜୁନ୍ ରେ ଏବେ ସୁଦ୍ଧା ୪୬% ନିଅଣ୍ଟିଆ ରହିଛି ବର୍ଷା । ପାଣିପାଗ ବିଶେଷଜ୍ଞଙ୍କ ପୂର୍ବାନୁମାନ ମୌସୁମୀ ଧୀରେ ଧୀରେ ସକ୍ରିୟ ହେବ । ୨୨ରୁ ପାଗ ବଦଳିପାରେ । ଜୁନ୍ ଶେଷ ସପ୍ତାହରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ । କିନ୍ତୁ, ଗରମ ଓ ଗୁଳୁଗୁଳି ବଡ଼ଧରଣର…
ରଜ ସରିଲା,ଆକାଶରେ ବାଦଲ ଖଣ୍ଡ ବି ଦେଖାଯାଉନି
ମୌସୁମୀ ଆସିଲା । ରଜ ସରିଲା । ଧାନ ବୁଣିବାକୁ ଚାଷୀ ଅନେଇ ବସିଛି । କେବେ ଚାଷ ଜମି ଭିଜିବ, ମାଟି ବତର ହେବ? ପୁଣି କେବେ ଧାନ ବୁଣାବୁଣି କାମ ଆଗେଇବ? ମାଟି ଶୁଖିଲା । ଡହଡହ ଖରା । ଆକାଶରେ ବାଦଲ ଖଣ୍ଡ ବି ଦେଖାଯାଉନି । ଆସିଲେ ବି ଠାଏ ଠାଏ ବରଷୁଛି । ବାକି ଅଞ୍ଚଳ ଶୁଖିଲା, ତତଲା ।…