Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
୩ ଯାଏଁ ବଢ଼ିବ ତାତି
ରାଜ୍ୟରେ ପୁଣି ପାରଦ ଉପର ମୁହାଁ ହେବ। ପ୍ରଥମେ ଉପକୂଳ ଓଡ଼ିଶା, ପରେ ଅନ୍ୟସ୍ଥାନମାନଙ୍କର ତାପମାତ୍ରା ବଢ଼ିବ। ଅନ୍ୟପଟେ ମଝିରେ ଅର୍ଥାତ ମାର୍ଚ୍ଚ ୪ ଓ ୫ ରେ କିଛି ସ୍ଥାନରେ ବର୍ଷା ଓ ମେଘୁଆ ପାଗ ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।…
ରାଜ୍ୟରେ ଶୁଖିଲା ରହିଛି ପାଗ
ଆଜି ପାଗ ଶୁଖିଲା ରହିବ । କିନ୍ତୁ ଆସନ୍ତାକାଲି 6 ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଏହାପରେ ଆସନ୍ତା 3 ତାରିଖ ପର୍ଯ୍ୟନ୍ତ ଆଉ କୌଣସି…
ହାଲୁକା ବର୍ଷା
ବଙ୍ଗୋପସାଗରରୁ ଓଡ଼ିଶାକୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା, ଛତିଶଗଡ଼ରୁ ବିଦର୍ଭ ଓ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଦେଇ ତାମିଲନାଡ଼ୁ ପର୍ଯ୍ୟନ୍ତ ଯାଇଥିବା ନିମ୍ନଚାପରେଖା ସହିତ ପଶ୍ଚିମାବାୟୁ ପ୍ରଭାବରେ ବାୟୁମଣ୍ଡଳ ଉପରି ଭାଗରେ ନିମ୍ନଚାପରେଖା ରହିବା ଯୋଗୁଁ ରାଜ୍ୟରେ ଗତ ୨୪ ଘଣ୍ଟା…
ତାତିରୁ ମିଳିଲା ଆଶ୍ୱସ୍ତି
ରାଜ୍ୟରେ ଆହୁରି ତିନି ଦିନ ବର୍ଷା।ଆସନ୍ତାକାଲି ଉତ୍ତର ଅଭ୍ୟନ୍ତର ଓ ତାର ପାଶ୍ୱବର୍ତୀ ଅଂଚଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ଵିଭାଗ। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା…
ଆସନ୍ତା ୨୪ ଘଣ୍ଟାରେ ବର୍ଷା ସମ୍ଭାବନା
ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ତେବେ ଆଜି କେତକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ବିଶେଷ କରି ମଧ୍ୟ ଭାଗର ଜିଲ୍ଲାଗୁଡିକରେ ହାଲୁକା ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ଏକ ନିମ୍ନ ଚାପରେଖା ଛତିଶଗଡ଼ରୁ ବାହାରି…
ମେଘୁଆ ପାଗକୁ ଝିପିଝିପି ବର୍ଷା
ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓ ଉତ୍ତର ଉପକୂଳ…
ତାତିରୁ ମିଳିଲା ତ୍ରାହି
ତାତିରୁ ମିଳିବ ତ୍ରାହି । ୫ ଜିଲ୍ଲାରେ ପ୍ରବଳ ବର୍ଷିବ,ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ…
ବଢୁଛି ଖରା
ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗତକାଲି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା…
ରାଜ୍ୟରେ ପାରଦ ଉପରମୁହାଁ
ରାଜ୍ୟରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ରହିବ ପାରଦ ! ଗଲା କିଛି ଦିନ ଧରି ରାଜ୍ୟରେ ବଢୁଛି ଖରା । ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ଖରାର ଦାଉ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ତାତି ଆହୁରି ବଢ଼ିପାରେ । ରାଜ୍ୟର କିଛି ଅଞ୍ଚଳରେ ତାତି ବଢିବା ନେଇ…
ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ
ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ ରହିଛି । ଏହି କ୍ରମରେ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୬.୪ ଡିଗ୍ରି ରେକର୍ଡ କରାଯାଇଛି । ସେହଭଳି ଟିଟିଲାଡ ଓ ଭବାନୀପାଟଣାର ତାପମାତ୍ରା ୩୬ ଡିଗ୍ରି ରେକର୍ଡ କରାଯାଇଛି । ଝାରସୁଗୁଡା ୩୫-୬, ସୋନପୁର ୩୫.୫, ବୌଦ୍ଧ ୩୫.୫,…