Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସୁଛି ଆଉ ଏକ ଲଘୁଚାପ
ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୨୭ରେ ଏହା ଲଘୁଚାପ ରୂପ ନେବ । ୨୮ରେ ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବ । ଲଘୁଚାପ ପ୍ରଭାବରେ ୨୭ରୁ ୨୯ ଯାଏ ଅଧିକ ବର୍ଷା ହେବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ…
ଆହୁରି ୩ ଦିନ ବର୍ଷିବ
ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତିନି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ।ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼,…
୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା
୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା। ଜୁନ ୧ରୁ ଜୁଲାଇ ୨୪ ମଧ୍ୟରେ ବର୍ଷାର ପରିମାଣ କମିଛି। ଏହି ସମୟରେ ୪୧୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜୁନ ୧ରୁ ଜୁଲାଇ ୨୪ ମଧ୍ୟରେ ୪୬୬.୭ ମିମି ବର୍ଷା ହେବା କଥା। କିନ୍ତୁ ୪୧୦.୮ ମିଲିମିଟର ବର୍ଷା ହୋଇଛି। ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା…
୫ ଜିଲାରେ ପ୍ରବଳ ବର୍ଷା
ସାରା ରାଜ୍ୟରେ ଏବେ ବର୍ଷା ଲାଗିରହିଛି। ଉତ୍ତରଠୁ ଦକ୍ଷିଣ ଏବଂ ପୂର୍ବରୁ ପଶ୍ଚିମ ସବୁଠି ଲଗାଣ ବର୍ଷାରେ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ମଙ୍ଗଳବାର ଅନୁଗୋଳରେ ସର୍ବାଧିକ ୫୭ ମି.ମି. ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୪୬, ନୂଆପଡ଼ା ୩୦, ପାରାଦୀପ ୨୯, ତାଳଚେର ୧୮, ଢେଙ୍କାନାଳ…
ଆହୁରି ୪ ଦିନ ବର୍ଷା ଲାଗି ରହିବ
ବାୟୁ ପ୍ରଭାବରେ ଆହୁରି ୪ ଦିନ ବର୍ଷା ଲାଗି ରହିବା ନେଇ ଆକଳନ ହୋଇଛି। ତେବେ ଆଗାମୀ ଦୁଇ ଦିନ ଭିତରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ବର୍ଷାରେ ଭିଜୁଛି ଓଡ଼ିଶା
ବିଭିନ୍ନ ସ୍ଥାନରେ ଶ୍ରାବଣର ବର୍ଷାରେ ଭିଜୁଛି ଓଡ଼ିଶା । ତେବେ ଏହାମଧ୍ୟରେ ଆସନ୍ତା ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ସମେତ କଳାହାଣ୍ଡି, ଗଞ୍ଜାମ ଏବଂ…
୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ
୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର,…
ଦୁର୍ବଳ ହେଲା ଲଘୁଚାପ
ବଙ୍ଗୋପସାଗରରେ ଦୁର୍ବଳ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି କହିଛି। ଏହା ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…
୨୪ ଘଣ୍ଟାରେ ଧୀରେ ଧୀରେ ଦୁର୍ବଳ ହେବ ଅବପାତ
ବଙ୍ଗୋପସାଗରେ ଅବପାତ ସକ୍ରିୟ ରହିଛି ୨୪ ଘଣ୍ଟାରେ ଧୀରେ ଧୀରେ ଦୁର୍ବଳ ହେବ ଅବପାତ । ଯାହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ। ସେହିଭଳି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ,ବଲାଙ୍ଗୀର ଓ ନୂଆପଡାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଜିଲ୍ଲାରେ…
ଭୟଙ୍କର ରୂପ ନେଉଛି ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗରେ ୫୦ କିମି ଏବଂ ଗୋପାଳପୁର ଓ ପାରାଦୀପଠାରୁ ୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି ୭ କି.ମି. ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି…