Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଆଗାମୀ ୩ ଦିନ ପଯ୍ୟନ୍ତ ପାଗ ଶୁଖିଲା
ରାଜ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବରେ ଜଳୀୟ ବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଛି। ଏହି ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ୱାଭାବିକ ତୁଳନାରେ ରାତ୍ରି ତାପମାତ୍ରା ୨ ରୁ ୪ °C ଯାଏଁ ଅଧିକ ରେକର୍ଡ କରାଯାଇଛି। ବର୍ତ୍ତମାନ…
୧୨ ଘଣ୍ଟା ଭିତରେ ବର୍ଷା ସମ୍ଭାବନା
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି…
ଆସୁଛି ବର୍ଷା
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀରେ ୧୯ ଫେବ୍ରୁଆରୀରୁ ୨୧ ଫେବ୍ରୁଆରୀ ମଧ୍ୟରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ଏହାପରେ ୨୨ ଫେବ୍ରୁଆରୀରୁ ପାଗରେ ପରିବର୍ତ୍ତନ ସହ ତାପମାତ୍ରା ବୃଦ୍ଧି ପାଇବ। ଏହି ସପ୍ତାହ ଯାକ ଦେଶର ରାଜଧାନୀ ଦିଲ୍ଲୀର ସର୍ବନିମ୍ନ…
୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି
ରାଜ୍ୟର ବିଭିନ୍ନ ଅଂଚଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଂଚଳରେ ସକ୍ରୀୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି । ଆଗାମୀ ୩ ଦିନ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତ୍ତୀ ଜିଲ୍ଲାଗୁଡ଼ିକରେ ରାତି…
କୁହୁଡି ଚାଦର ତଳେ ଟ୍ୱିନ ସିଟି
ସବୁ ସ୍ଥାନରେ ହାଲୁକା କୁହୁଡ଼ି ଦେଖାଦେଉଥିବାରୁ ଯାତାୟାତରେ ଅସୁବିଧା । ସେପଟେ ଆସନ୍ତା ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବାନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଆସନ୍ତା ଦୁଇ ଦିନ କୋରାପୁଟ, କନ୍ଧମାଳ, ରାୟଗଡ଼ା, କଟକ, ଢେଙ୍କାନାଳ,…
ଆସୁଛି ବଡ ବର୍ଷା
ଆସୁଛି ବଡ ବର୍ଷା । ପାଣିପାଗ ବିଭାଗ ପକ୍ଷରୁ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ସୁଖିଲା ରହିବ ।ଓଡ଼ିଶାର କିଛି ଜିଲ୍ଲାରେ ସକାଳୁ ଘନ କୁହୁଡି…
ଟ୍ୱିନ୍ ସିଟିରେ ଘନ କୁହୁଡ଼ି
ଆଜି ସକାଳୁ ସକାଳୁ ଟ୍ୱିନ୍ ସିଟିରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଥିଲା । ପ୍ରବଳ କୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଅନେକ ରାଜ୍ୟରେ ରାତି ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବା ବେଳେ ଦିନି ତାପମାତ୍ରା ୩୩ ଡିଗ୍ରୀ ଉପରେ ରହିଥିବା ରେକର୍ଡ଼ କରାଯାଇଛି । ତେବେ ଆସନ୍ତା ୪ରୁ ୫…
୩ ଦିନ ଯାଏ ରାଜ୍ୟରେ ବର୍ଷା
ଆସନ୍ତାକାଲିଠୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗୁରୁଚାପ ବଳୟ ସକ୍ରିୟ ହେବା ସହିତ ନିମ୍ନ ଚାପରେଖାର ସଂସ୍ପର୍ଶରେ ଆସିବା କାରଣରୁ ରାଜ୍ୟର ବିଭିନ୍ନ…
ଆସୁଛି ବର୍ଷା
ପାଗରେ ପରିବର୍ତ୍ତନ ଘଟିଛି । ଏବେ ଧୀରେଧୀରେ ଥଣ୍ଡା କମିବାରେ ଲାଗିଛି । କଟକରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଏଠାରେ ୨୭.୨ ମିମି ବର୍ଷା ରେକର୍ଡ କରାଯାଇଛି । ଗତକାଲି ପଡ଼ୋଶୀରେ ରାଜ୍ୟରେ ପାଣିପାଗ…
ସରିନି ଶୀତ ବଢିଲାଣି ତାତି
ଫେବୃଆରୀ ଆରମ୍ଭରୁ କଲବଲ କଲାଣି ଖରା।ମାଘ ମାସରେ ଜାଡ଼ ବଦଳରେ ଉପରମୁହାଁ ହେଲାଣି ପାରଦ ।ଉପକୂଳରୁ ଆଭ୍ୟନ୍ତର, ସବୁଠି ଆରମ୍ଭ ହୋଇଛି ଗରମ। କଲବଲ ହେଲେଣି ରାଜ୍ୟବାସୀ। ଦିନ ସମୟରେ ବାୟୁମଣ୍ଡଳରେ ଶୁଷ୍କ ରହୁଥିବା ବେଳେ ରାତିରେ ସମୁଦ୍ରରୁ ବାୟୁ ପ୍ରଭାବିତ ହେଉଛି l କିଛି କିଛି ସ୍ଥାନରେ ଘନ…