Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Weather Report
News about state of the atmosphere
୧୪ ଜିଲାକୁ ବିଜୁଳି ଘଡଗଡି ନେଇ ୟେଲୋ ୱାର୍ନିଂ ଜାରି
ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ ସୂଚନା ଅନୁସାରେ, ଆସନ୍ତା ୨…
ଓଡ଼ିଶାରେ ପାଦ ଥାପିଛି ମୌସୁମୀ
ସାରା ଓଡ଼ିଶାରେ ପାଦ ଥାପିଛି ମୌସୁମୀ ବାୟୁ । ଅନୁକୂଳ ପାଗ ହେବା ପରେ ସକ୍ରିୟ ହୋଇଉଠିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାସହିତ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ମୌସୁମୀ ବାୟୁ ପ୍ରବେଶ କରିଛି । ତେବେ ଏହି ମୌସୁମୀ ବାୟୁ ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ଛୁଇଥିବା ବେଳେ ୬ଟି ଜିଲ୍ଲାରେ…
କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା
ଆଗାମୀ ୨ଦିନ ମଧ୍ୟରେ ମୌସୁମୀ ଅଗ୍ରଗତି ହେବା ନେଇ ସ୍ଥିତି ଅନୁକୂଳ ରହିଛି। ପୂର୍ବରୁ ମୌସୁମୀ ମାଲକାନଗିରି, କୋରାପୁଟ, ନବରଗଙ୍ଗପୁର ଜିଲାକୁ ଛୁଇଁଥିବାବେଳେ ଗୁରୁବାର କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲାକୁ ପ୍ରବେଶ କରିଛି। ୨ଦିନ ଭିତରେ ସ୍ଥିତି ଅନୁକୂଳ ହେଲେ ଏହା ଅନ୍ୟ ଜିଲାକୁ ଅଗ୍ରସର…
ବଦଳିପାରେ ପାଗ, ବଢ଼ିବ ବର୍ଷା
ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର ଆଉ କିଛି ଜିଲ୍ଲାରେ ସକ୍ରିୟ ହେବାର ସମ୍ଭାବନା ରହିଛି। ଏଥିଲାଗି ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ମୌସୁମୀ ବାୟୁ ଅଧିକ ସକ୍ରିୟ ହେବା ସହ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ…
ମୌସୁମୀ ଅଗ୍ରସର : ୨୩ରୁ ମୌସୁମୀ ବର୍ଷା
ଦକ୍ଷିଣ ଓଡିଶାର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେଇଛି । ମିଳିଥିବା ସୂଚନା ମୁତାବକ, ଆଜି କଳାହାଣ୍ଡି, ରାୟଗଡା, ଗଜପତିକୁ ମୌସୁମୀ ବାୟୁ ପ୍ରବେଶ କରିଛି । ମୌସୁମୀ ବାୟୁ ଅଗ୍ରସର କରିବାକୁ ରାଜ୍ୟରେ ପାଗ ଅନୁକୂଳ ଥିବା ମଧ୍ୟ କୁହାଯାଉଛି । ଖାଲି ସେତିକି ନୁହେଁ, ୩ରୁ ୪ ଦିନ ଭିତରେ ମୌସୁମୀ…
ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ଓଡ଼ିଶା ବାସୀ
ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ଜାଣିବାକୁ ମିଳିଛି । ବିଶେଷ କରି…
ହଜ୍ ତୀର୍ଥଯାତ୍ରୀଙ୍କ ଜୀବନ ନେଲାଣି ଉତ୍ତାପ
ସାଉଦ ଆରବସ୍ଥିତ ମକ୍କାରେ ହଜ୍ ସମୟରେ ଅତି କମରେ ୫୫୦ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି ବୋଲି କୂଟନୀତିଜ୍ଞମାନେ କହିଛନ୍ତି। ତାପପାତ୍ରା ପାଖାପାଖି ୫୨ ଡିଗ୍ରି ହୋଇଥିବା ବେଳେ ଅନେକ ଜୀବନ ଅକ୍ଳେଶରେ ଚାଲିଯାଇଛି। ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରୁ ଅତି କମରେ ୩୨୩ ଜଣ ମିଶରୀୟ…
୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା
ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍ ହେଉନାହିଁ। ତାରିଖ ପରେ ତାରିଖ ବଦଳୁଥିଲେ ମଧ୍ୟ ଏଯାଏ ରାଜ୍ୟରେ ମୌସୁମୀ ବର୍ଷାର ଦେଖାନାହିଁ। ଫଳରେ…
ଭୁବନେଶ୍ୱରରେ ଘଡଘଡି ସହ ବର୍ଷା
ଭୁବନେଶ୍ୱରରେ ଘଡଘଡି ସହ ବର୍ଷା ଆରମ୍ଭ । ପ୍ରବଳ ଗରମ ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା । ତେବେ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିଛି । ଅସହ୍ୟ ଗରମରେ ଆଉଟପାଉଟ ହେଉଛନ୍ତି ଲୋକେ । ଏହାରି ମଧ୍ୟରେ ବର୍ଷା…
ଅସହ୍ୟ ଗୁଳୁଗୁଳି, ଜଳୁଛି ଓଡ଼ିଶା
ଓଡ଼ିଶାରେ ମୌସୂମୀ ବାୟୁର ପ୍ରଭାବ ଦେଖା ଦେଉଛି, ନା ଗୁଳୁଗୁଳି କମିବାର ନାଁ ନେଉଛି । ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ…