Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Weather Report
News about state of the atmosphere
ବଢୁଛି କୁହୁଡ଼ି
ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି ୫୦ ମିଟରରୁ କମ ରହୁଛି । ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତା ୬ ଦିନ ପର୍ଯ୍ୟନ୍ତ…
ଶୀତ ପ୍ରକୋପ
ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଅଞ୍ଚଳର ସବୁ ଜିଲ୍ଲାରେ ଘନ କୁହୁଡି ହେବବୋଲି ପାଣିପାଗ…
ରାଜ୍ୟରେ ଶୀତ କମିବା ସହ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି
ରାଜ୍ୟରେ ଶୀତ କମିଛି । ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ବର୍ତ୍ତମାନ ରାଜ୍ୟକୁ ଉଷ୍ଣ ଶୁଷ୍କ ପବନ ପ୍ରବାହ ବଢୁଥିବାରୁ ତାପମାତ୍ରା ବୃଦ୍ଧି ହେବା ସହ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଅନୁଭୁତ ହେଉଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ସମେତ…
ଘନ କୁହୁଡିରେ ଓଡ଼ିଶା
ପର୍ୟ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘନ କୁହୁଡି ଯୋଗୁଁ ଯାତାୟତରେ ଅସୁବିଧା ପାଇଁ ଆଜି ୧୦ଟି ଜିଲ୍ଲା ଏବଂ ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।ପାଣିପାଗ…
ବଢୁଛି ଜାଡ
ଶୀତରେ କମ୍ପୁଛି ସାରା ଓଡ଼ିଶା । ରାତି ବଢ଼ିବା ସହ ଥଣ୍ଡା ହାତଗୋଡ଼କୁ କାଲୁଆ କରି ଦେଉଛି । ଶିମିଳିପାଳ ପାଦଦେଶରେ ପାରଦ ଶୂନ ଡିଗ୍ରୀକୁ ଖସିଛି । କିଛି ସ୍ଥାନରେ ହାଲୁକା ତୁଷାରପାତ ହେଉଛି। ଆଜିଠାରୁ ରାଜ୍ୟରେ କମିପାରେ ଶୀତ ଲହରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଶୀତ ପ୍ରଭାବ…
ଚାଦର ତଳେ ସାରା ଓଡ଼ିଶା
ସାରା ଓଡ଼ିଶା ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା…
ଶୀତ ଲହରୀ ଜାରି
ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିଠାରେ ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି ରେକର୍ଡ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୭ ଡିଗ୍ରି ରହିଥିବା ବେଳେ ଫୁଲବାଣୀରେ ୮.୫, କୋରାପୁଟରେ ୮.୭, କେନ୍ଦୁଝରରେ ୮.୮, ସୁନ୍ଦରଗଡ଼ରେ ୯, ଝାରସୁଗୁଡ଼ାରେ…
ହାଡ଼ଭଙ୍ଗା ଶୀତରେ ଥରୁଛି ଓଡିଶା
ଥରୁଛି ସାରା ଓଡ଼ିଶା। ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶାରେ ପ୍ରବଳ ଥଣ୍ଡା। ୩୦ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିଆସିଛି। ଜି. ଉଦୟଗିରି ଓ କିରେଇ ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି। ଏହି ଦୁଇଟି ସ୍ଥାନରେ ରାତି ତାପମାତ୍ରା ୮ ଡିଗ୍ରୀ ରହିଛି। ପ୍ରବଳ ଥଣ୍ଡାରେ ଥରୁଛି ଟ୍ବିନସିଟି। ଆସନ୍ତାକାଲି…
ସାରା ରାଜ୍ୟରେ ଶୀତର ପ୍ରକୋପ
ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ସହ ଭୀଷଣ ଜାଡ଼ ହେଉଛି । କୋହଲା ପବନ ସାଙ୍ଗକୁ ତାପମାତ୍ରାରେ ଅଚାନକ ହ୍ରାସ କାରଣରୁ ରାଜ୍ୟବାସୀ ଶୀତରେ ଥରୁଛନ୍ତି । ରାଜ୍ୟର ୧୦ରୁ ଅଧିକ ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଛି । ଆସନ୍ତା କିଛି ଦିନ ରାଜ୍ୟରେ ଏପରି ଶୀତ ପ୍ରବାହ ଜାରି ରହିବ ବୋଲି…