Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ
ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ।
ଆସନ୍ତା ୩ରୁ ପ୍ରବଳ ବର୍ଷା ହେବା ନେଇ ଆକଳନ…
୨୪ ଘଂଟାରେ ପ୍ରବଳ ବର୍ଷା
ଗତ ୨୪ ଘଂଟାରେ ୧୦ଟି ସ୍ଥାନରେ ହୋଇଛି ପ୍ରବଳ ବର୍ଷା । ବର୍ଷାର ରିପୋର୍ଟକୁ ନେଇ ଆଂଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତିଙ୍କ ସୂଚନା । ନୟାଗଡ ଭାପୁରରେ ସର୍ବାଧିକ ୧୭୦ ଦଶମିକ ୫ ମିଲିମିଟର ବର୍ଷା ରେକର୍ଡ । ଲଘୁଚାପ ବର୍ତମାନ ଉତର ପଶ୍ଚିମ ବଙ୍ଗୋପସାଗରରେ ରହିଛି । ଯାହାର ପ୍ରଭାବରେ…
୨୪ ଘଣ୍ଟାରେ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆଜିକୁ ମିଶାଇ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ…
ପ୍ରବଳ ବର୍ଷା ଯୋଗୁ ବାରଟି ବିମାନ ଉଡ଼ାଣ ବାତିଲ
ଦିଲ୍ଲୀ-ଏନସିଆର ସହରରେ ପ୍ରବଳ ବର୍ଷା ହୋଇ ବାସିନ୍ଦା ତଥା ଯାତ୍ରୀମାନଙ୍କ ସାଧାରଣ ଜୀବନକୁ ପ୍ରଭାବିତ କରିଛି। ଅନେକ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି ଏବଂ ଅନେକ ନିମ୍ନମାନର ଅଞ୍ଚଳରେ ଘରେ ପାଣି ପ୍ରବେଶ କରିଛି। ବର୍ଷା ହେବା କାରଣରୁ ଟ୍ରାଫିକ୍ ଚଳାଚଳ ଉପରେ ବି ଆଘାତ ଲାଗିଛି।ବର୍ଷା ସହରରେ…
ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ,
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି…
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ୧୧୦ ମିଲିମିଟର ବର୍ଷା ରେକର୍ଡ଼…
ବିଜୁଳି ଘଡଘଡି ସହ ପ୍ରବଳ ବରଷିବ
ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା। ମାଲକାନଗିରି ଓ କୋରାପୁଟରେ ଅତିପ୍ରବଳ ବର୍ଷା ସହ ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।୨୯ ତାରିଖ ଯାଏ ପ୍ରବଳ…
ପ୍ରବଳ ବର୍ଷାରେ ଭୁବନେଶ୍ୱରର ସ୍ଥିତି ବେହାଲ, ତଳିଆ ଅଂଚଳରେ ପସିଲା ପାଣି
ପ୍ରବଳ ବର୍ଷାରେ ଭୁବନେଶ୍ୱରର ସ୍ଥିତି ବେହାଲ ହୋଇଛି । ତଳିଆ ଅଂଚଳରେ ପାଣି ଜମିଥିଲା ବେଳେ ଇସ୍କନ ମନ୍ଦିର ସାମ୍ନାରେ ଗାଡ଼ିମଟର ଅଟକି ରହିଥିଲା । ଏହାସହ ରାଜଧାନୀର ବିଭିନ୍ନ ସ୍ଥାନରେ ପାଣି ଜମିଥିବା ଯୋଗୁଁ ଲୋକେ ନାହିଁନଥିବା ହଇରାଣ ହୋଇଛନ୍ତି । ଏପଟେ ୩ ଘଂଟା ପାଇଁ ପୁରୀ, ନୟାଗଡ଼,…
ପ୍ରବଳ ଛେଚିବ
ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବା ବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ,…
ଚାଷୀଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ
ଯାଜପୁର ଜିଲାରେ ଚାଷୀମାନଙ୍କୁ ଆରମ୍ଭରୁ ଧୋକା ଦେଇଛି ମୌସୁମୀ। ଜିଲାରେ ଜୁନ ମାସରେ ସ୍ବାଭାବିକ ବୃଷ୍ଟିପାତ ୨୩୨.୯ ମିମି ନିଦ୍ଧର୍ର୍ାରିତ ହୋଇଛି। ହେଲେ ଚଳିତ ମାସ ୨୪ ତାରିଖ ସୁଦ୍ଧା ଏହାର ୫୫ ପ୍ରତିଶତ କମ୍ ଅର୍ଥାତ ହାରାହାରି ୧୦୬.୭୧ ମିମି ବର୍ଷା ହୋଇଛି।
ରସୁଲପୁର ବ୍ଲକରେ…