Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ରାଜ୍ୟକୁ ପୁଣି ଫେରିଲା ଶୀତ
ରାଜ୍ୟକୁ ପୁଣି ଫେରିଲା ଶୀତ। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଆଉ ୪ରୁ ୫ ଦିନ ଘନ…
କମିବ ଦିନ ତାପମାତ୍ରା, ବଢିବ ଶୀତ
କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା,…
ପୁଣି ଫେରିବ ଥଣ୍ଡା: ରାଜ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ବଢ଼ିବ
ପୁଣି ଫେରିବ ଥଣ୍ଡା । ରାଜ୍ୟକୁ ଥଣ୍ଡା ଫେରିବାର ସଂଭାବନା ରହିଛି । ବିଶେଷ କରି ଶୁଷ୍କ ବାୟୁ ପ୍ରବାହ ବଢ଼ିବାର ସଂଭାବନା ଥିବାରୁ ଶୀତ ଅନୁଭୂତ ହେବ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା 24 ଘଣ୍ଟା ପରେ ରାଜ୍ୟକୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ବଢ଼ିବ । ରାଜ୍ୟର ଝାରସୁଗୁଡ଼ା,…
ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା
ପୁଣି ଫେରିବ ହାଡଭଙ୍ଗା ଶୀତ। କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର,…
କିଛି ରାଜ୍ୟରେ ଏବେ ପ୍ରବଳ ଥଣ୍ଡା
ଭୁବେନଶ୍ବର: କିଛି ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଥଣ୍ଡା କାରଣରୁ ନିକଟରେ ଦେଶର କିଛି ରାଜ୍ୟରେ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ଦିଲ୍ଲୀ, ପଞ୍ଜାବ, ଉତ୍ତରପ୍ରଦେଶ ଓ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିଲା । ଓଡ଼ିଶାରେ ବି ଥଣ୍ଡା ଅନୁଭୂତ…
ରାଜ୍ୟରେ ଘନ କୁହୁଡି
ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୮ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାକୁ କୁହୁଡ଼ି ପାଇଁ ୟଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ତାରିଖ ସକାଳ ସାଢ଼େ ୮ଟା…
କଲବଲ କରୁଛି ଘନ କୁହୁଡ଼ି
ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୧୪ ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ୟଲୋ ଆର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୧୦ ତାରିଖ…
ଘନ କୁହୁଡ଼ି ଆସ୍ତରଣ
ରାଜ୍ୟରେ ସକାଳୁ ସକାଳୁ ଘନ କୁହୁଡ଼ି ଆସ୍ତରଣ । ଆଜି ୧୫ ଜିଲ୍ଲାକୁ ଘନ କୁହୁଡ଼ି ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।…
ଶୀତରେ ଥରୁଛି ଓଡିଶା
କୁହୁଡି ଶହ ହାଡଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ। ପ୍ରବଳ କୁହୁଡି ଯୋଗୁଁ ଟ୍ରେନ ଓ ଫ୍ଳାଇଟ୍ ପ୍ରଭାବିତ ମଧ୍ୟ ହୋଇଛି।ତେବେ ଏହିପରି ଥଣ୍ଡା ଆସନ୍ତା ୨/୩ ପର୍ଯ୍ୟନ୍ତ ଜାରି ରହିବ । ପାହାଡ ମାନଙ୍କରେ ତୁଷାରପାତ ମଧ୍ୟ ଜାରି ରହିଛି। ପାଣିପାଗ ବିଭାଗ ତରଫରୁ ଆଜି ଅର୍ଥାତ ଗୁରୁବାର…
ଅସ୍ତବ୍ୟସ୍ତ କରୁଛି ଘନ କୁହୁଡ଼ି
ଦୁଇ ଦିନ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ କରିବ ଘନରୁ ଅତି ଘନ କୁହୁଡି । ଗାଡି ଆଗକୁ ଦେଖିବା ବି ହେବ କଷ୍ଟକର । ମଙ୍ଗଳବାର ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଏଭଳି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର,…