Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ତାତିରୁ ସାମାନ୍ୟ ଆଶ୍ୱସ୍ତି
ଅସହ୍ୟ ଗୁଳୁଗୁଳି ରୁ ମିଳିଲା ସାମାନ୍ୟ ନିସ୍ତାର । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ । କିନ୍ତୁ ଆଗାମୀ ୩ ଦିନ ଯାଏଁ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ପଶ୍ଚିମ ଓଡ଼ିଶାରେ ତାତିରୁ…
ଓଡ଼ିଶାକୁ ଛୁଇଁଲା ମୌସୁମୀ
ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆସନ୍ତା ୫ ଦିନ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଜୁନ ୧ରୁ ଅଦ୍ୟାବଧି ରାଜ୍ୟରେ ୮୮.୭ ମିଲିମିଟର ବର୍ଷା ହୋଇଛି। ଏହା ସ୍ୱାଭାବିକ ଠାରୁ ୩୯% କମ୍। ୨୧ ଜିଲ୍ଲାରେ ୫୯% କମ୍ ବର୍ଷା ହୋଇଛି। ମାଲକାନଗିରି,…
୨୭ ରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ପ୍ରବଳ ବର୍ଷା ନେଇ ୯ ଜିଲ୍ଲା କୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଏବଂ ସୁନ୍ଦରଗଡକୁ ସତର୍କ କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ତେବେ…
ଗୁଳିଗୁଳିରୁ ଆଶ୍ୱସ୍ତି
ପ୍ରଚଣ୍ଡ ଖରା ଓ ଗୁଳିଗୁଳିରୁ ଆଶ୍ୱସ୍ତି ମିଳିଛି । ଆଜିଠୁ ୨ ଦିନ ଯାଏଁ ରାଜ୍ୟରେ ଭାରି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ରହିଛି । ୨୬ ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୨୬ ରୁ ୨୯ ତାରିଖ ଯାଏଁ ହୋଇପାରେ ପ୍ରବଳ ବର୍ଷା ।…
୧୪ ଜିଲାକୁ ବିଜୁଳି ଘଡଗଡି ନେଇ ୟେଲୋ ୱାର୍ନିଂ ଜାରି
ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ ସୂଚନା ଅନୁସାରେ, ଆସନ୍ତା ୨…
ଓଡ଼ିଶାରେ ପାଦ ଥାପିଛି ମୌସୁମୀ
ସାରା ଓଡ଼ିଶାରେ ପାଦ ଥାପିଛି ମୌସୁମୀ ବାୟୁ । ଅନୁକୂଳ ପାଗ ହେବା ପରେ ସକ୍ରିୟ ହୋଇଉଠିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାସହିତ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ମୌସୁମୀ ବାୟୁ ପ୍ରବେଶ କରିଛି । ତେବେ ଏହି ମୌସୁମୀ ବାୟୁ ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ଛୁଇଥିବା ବେଳେ ୬ଟି ଜିଲ୍ଲାରେ…
କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା
ଆଗାମୀ ୨ଦିନ ମଧ୍ୟରେ ମୌସୁମୀ ଅଗ୍ରଗତି ହେବା ନେଇ ସ୍ଥିତି ଅନୁକୂଳ ରହିଛି। ପୂର୍ବରୁ ମୌସୁମୀ ମାଲକାନଗିରି, କୋରାପୁଟ, ନବରଗଙ୍ଗପୁର ଜିଲାକୁ ଛୁଇଁଥିବାବେଳେ ଗୁରୁବାର କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲାକୁ ପ୍ରବେଶ କରିଛି। ୨ଦିନ ଭିତରେ ସ୍ଥିତି ଅନୁକୂଳ ହେଲେ ଏହା ଅନ୍ୟ ଜିଲାକୁ ଅଗ୍ରସର…
ବଦଳିପାରେ ପାଗ, ବଢ଼ିବ ବର୍ଷା
ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର ଆଉ କିଛି ଜିଲ୍ଲାରେ ସକ୍ରିୟ ହେବାର ସମ୍ଭାବନା ରହିଛି। ଏଥିଲାଗି ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ମୌସୁମୀ ବାୟୁ ଅଧିକ ସକ୍ରିୟ ହେବା ସହ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ…
ମୌସୁମୀ ଅଗ୍ରସର : ୨୩ରୁ ମୌସୁମୀ ବର୍ଷା
ଦକ୍ଷିଣ ଓଡିଶାର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେଇଛି । ମିଳିଥିବା ସୂଚନା ମୁତାବକ, ଆଜି କଳାହାଣ୍ଡି, ରାୟଗଡା, ଗଜପତିକୁ ମୌସୁମୀ ବାୟୁ ପ୍ରବେଶ କରିଛି । ମୌସୁମୀ ବାୟୁ ଅଗ୍ରସର କରିବାକୁ ରାଜ୍ୟରେ ପାଗ ଅନୁକୂଳ ଥିବା ମଧ୍ୟ କୁହାଯାଉଛି । ଖାଲି ସେତିକି ନୁହେଁ, ୩ରୁ ୪ ଦିନ ଭିତରେ ମୌସୁମୀ…
ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ଓଡ଼ିଶା ବାସୀ
ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ଜାଣିବାକୁ ମିଳିଛି । ବିଶେଷ କରି…