Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ହଜ୍ ତୀର୍ଥଯାତ୍ରୀଙ୍କ ଜୀବନ ନେଲାଣି ଉତ୍ତାପ
ସାଉଦ ଆରବସ୍ଥିତ ମକ୍କାରେ ହଜ୍ ସମୟରେ ଅତି କମରେ ୫୫୦ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି ବୋଲି କୂଟନୀତିଜ୍ଞମାନେ କହିଛନ୍ତି। ତାପପାତ୍ରା ପାଖାପାଖି ୫୨ ଡିଗ୍ରି ହୋଇଥିବା ବେଳେ ଅନେକ ଜୀବନ ଅକ୍ଳେଶରେ ଚାଲିଯାଇଛି। ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରୁ ଅତି କମରେ ୩୨୩ ଜଣ ମିଶରୀୟ…
୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା
ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍ ହେଉନାହିଁ। ତାରିଖ ପରେ ତାରିଖ ବଦଳୁଥିଲେ ମଧ୍ୟ ଏଯାଏ ରାଜ୍ୟରେ ମୌସୁମୀ ବର୍ଷାର ଦେଖାନାହିଁ। ଫଳରେ…
ଭୁବନେଶ୍ୱରରେ ଘଡଘଡି ସହ ବର୍ଷା
ଭୁବନେଶ୍ୱରରେ ଘଡଘଡି ସହ ବର୍ଷା ଆରମ୍ଭ । ପ୍ରବଳ ଗରମ ଓ ଗୁଳୁଗୁଳିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଗତ କାଲି ମଧ୍ୟ ରାଜଧାନୀରେ ପବନ ବର୍ଷା ଦେଖିବାକୁ ମିଳିଥିଲା । ତେବେ ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିଛି । ଅସହ୍ୟ ଗରମରେ ଆଉଟପାଉଟ ହେଉଛନ୍ତି ଲୋକେ । ଏହାରି ମଧ୍ୟରେ ବର୍ଷା…
ଅସହ୍ୟ ଗୁଳୁଗୁଳି, ଜଳୁଛି ଓଡ଼ିଶା
ଓଡ଼ିଶାରେ ମୌସୂମୀ ବାୟୁର ପ୍ରଭାବ ଦେଖା ଦେଉଛି, ନା ଗୁଳୁଗୁଳି କମିବାର ନାଁ ନେଉଛି । ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ…
ଅସହ୍ୟ ହେଲାଣି ଗୁଳୁଗୁଳି
ରାଜ୍ୟରେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍ଓ୍ବେଭ୍ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋନରମା…
୧୯ ରୁ ବର୍ଷା
ରାଜ୍ୟରେ ତାତି ବଢିବା ସହ ଗୁଳୁଗୁଳି ବି ବଢୁଛି । ତାତି ସହ ଗୁଳୁଗୁଳି ରାଜ୍ୟରେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି । ଆଭ୍ୟନ୍ତରୀଣ ଅଂଚଳ ସହ ଉପକୂଳରେ ସର୍ବାଧିକ ଗୁଳୁଗୁଳି ଅନୁଭୂତ ହେଉଛି । ଗତକାଲି ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ଏହା ସହ ୯ଟି ସହରର…
ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ ଜିଲ୍ଲାକୁ ସତର୍କ ଘଣ୍ଟି!
ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଏବଂ ନୂଆପଡ଼ା ଭଳି…
ରାଜ୍ୟବାସୀଙ୍କ ଗ୍ରୀଷ୍ମପ୍ରବାହରୁ ମିଳିବ ମୁକ୍ତି
ଆଉ ୨ ଦିନ ପରେ ତାତିରୁ ମୁକ୍ତି ପାଇବେ ଓଡ଼ିଶାବାସୀ । ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ଆରମ୍ଭ ହେବା ନେଇ ଅନୁମାନ କରାଯାଉଛି । ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ସମେତ ଗଞ୍ଜାମ ଗଜପତି ଏବଂ ରାୟଗଡ଼ା ଇତ୍ୟାଦି ଜିଲ୍ଲାରେ…
ମାର୍ଚ୍ଚ ୧ରୁ ଜୁନ୍ ୯ ଓଡ଼ିଶା ସବୁଠାରୁ ଖରାପ ପାଣିପାଗ ଦେଇ ଗତି କରିଛି
ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର ତଥ୍ୟରୁ ଜଣାପଡିଛି ଯେ ମାର୍ଚ୍ଚ ୧ରୁ ଜୁନ୍ ୯ ମଧ୍ୟରେ ଓଡ଼ିଶା ସବୁଠାରୁ ଅଧିକ ୨୭ ଦିନ ଖରାପ ପାଣିପାଗ ଦେଇ ଗତି କରିଛି। ତା’ ପଛକୁ ପଶ୍ଚିମ ରାଜସ୍ଥାନ (୨୩ ଦିନ), ଗାଙ୍ଗେୟ ପଶ୍ଚିମବଙ୍ଗ (୨୧ ଦିନ) ଏବଂ ଦିଲ୍ଲୀ, ହରିୟାଣା, ଚଣ୍ଡିଗଡ଼ ଓ ପଶ୍ଚିମ ୟୁପି…
ମୌସୁମୀ ବାୟୁ ପୁରା ଓଡ଼ିଶା ଛୁଇଁବାକୁ ଲାଗିପାରେ ଆହୁରି ୪ ଦିନ – ପାଣିପାଗ ବିଭାଗ
ପଶ୍ଚିମ ଓଡ଼ିଶାରେ ତାତି, ଉପକୂଳରେ ଗୁଳୁଗୁଳି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଚି । ତେବେ ଆଗାମୀ ୪୮ ଘଣ୍ଟା ଗ୍ରୀଷ୍ମ ପ୍ରବାହ ରହିବ । କିନ୍ତୁ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ମୌସୁମୀ ବାୟୁ ପୁରା ଓଡ଼ିଶା…