Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Weather Report
News about state of the atmosphere
ରାତିରେ ଥଣ୍ଡା,ଦିନରେ ତାତି
ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତି ତାପମାତ୍ରା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ହ୍ରାସ ପାଇଛି ।୧୪ ତାରିଖ ବେଳକୁ ଫୁଲବାଣୀ, କୋରାପୁଟ ଭଳି ସହରରେ ରାତି ତାପମାତ୍ରା ୯ ଡିଗ୍ରୀ ଓ ରାଜ୍ୟର…
ବର୍ଷା ସାଙ୍ଗକୁ ଶୀତ
ବାତ୍ୟା ଆଣିଲା ଶୀତ । ବଦଳିଲା ପାଗ । ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତି ତାପମାତ୍ରା । ଆସନ୍ତା ୨ ଦିନ ଭିତରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହିତ ସାମାନ୍ୟ ବର୍ଷା ସାଙ୍ଗକୁ ଶୀତ…
ବଦଳିଲା ପାଗ
ଜାଡ ବଢାଇଲା ବାତ୍ୟା ମିଗଜୋମ । ଉପାନ୍ତରୁ ଉପକୂଳ ସବୁଠି କୋହଲା ପାଗ । ରାଜଧାନୀରେ ରେକର୍ଡ କଲା ଚଳିତ ବର୍ଷ ଶୀତ । ସ୍ବାଭାବିକଠାରୁ ୫ ଡିଗ୍ରୀ ଖସିଲା ପାରଦ । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଶୀତୁଆ ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ…
ବାତ୍ୟା ପାଇଁ ୬୦ ଟ୍ରେନ୍ ବାତିଲ୍
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓ ଏହା ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏ ପର୍ଯ୍ୟନ୍ତ ୬୦ଟି ଟ୍ରେନ ବାତିଲ ହୋଇଛି। ଭୁବନେଶ୍ୱର, ପୁରୀ ଓ ବିଶାଖାପାଟଣାରୁ ଯାତ୍ରା ଆରମ୍ଭ କରୁଥିବା କିଛି ଟ୍ରେନ ଏବଂ ଅନ୍ୟ ଜୋନରୁ ଆସୁଥିବା ଟ୍ରେନ୍ ମଧ୍ୟ ରହିଛି। ଏଥିସହ ବାତ୍ୟା…
ବଳ ଗୋଟାଉଛିି ‘ମିଗଜୋମ୍’
ତାମିଲନାଡୁ ଏବଂ ପଡୁଚେରୀରେ ବର୍ଷା, ପବନ ଏବଂ ଘଡଘଡି ଚେତାବନୀ ଜାରି
ବାତ୍ୟା ପାଇଁ ୫୪ ରେଳ ବାତିଲ
ଭୁବନେଶ୍ବରରୁ ବାହାରୁଥିବା ୧୨ଟି ଓ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ଚେନ୍ନଇ ଏବଂ ଆନ୍ଧ୍ର ପ୍ରଦେଶ ଯାଉଥିବା ରେଳ ସହ ଚେନ୍ନଇରୁ ଓଡ଼ିଶା ଆସୁଥିବା ରେଳଗୁଡିକୁ ବାତିଲ କରାଯାଇଛି। ପୂର୍ବତଟ ରେଳପଥରୁ ୬ ଯୋଡା ରେଳ ବାତିଲ ହୋଇଥିବା ବେଳେ…
୭ ଜିଲ୍ଲାକୁ ବାତ୍ୟା ଭୟ
ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ । ଏହି ୭ ଜିଲ୍ଲାକୁ ରହିଛି ବାତ୍ୟା ଭୟ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଅଣ୍ଡାମାନ ସାଗର ନିକଟରେ ରହିଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଆଜି ଅବପାତର ରୂପ…