Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସୁଛି କାଳବୈଶାଖୀ
ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ। ପ୍ରଥମେ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିବ। ପରବର୍ତ୍ତୀ ସମୟରେ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳକୁ ବିସ୍ତାରିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ଓଡ଼ିଶାରେ ପ୍ରବଳ ଗୁଳୁଗୁଳି
ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତହେଉଛି। ୮ ତାରିଖ ରୁ ୧୦ ଯାଏ ଦିନର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨୪ ଘଣ୍ଟାର କିଛି କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ରହିଥିବା ବେଳେ ବରଗଡ଼ ବଲାଙ୍ଗିର ଓ…
9 ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ
ଆସନ୍ତା 3 ରୁ 4 ଦିନ ଭିତରେ ମୌସୁମୀ ବର୍ଷା ହେବ ।9 ତାରିଖ ସୁଦ୍ଧା ମୌସୁମୀ ଦକ୍ଷିଣ ଓଡ଼ିଶା ଛୁଇଁବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିଦ୍ଦେଶକ ଡ଼. ଶରତ ସାହୁ କହିଛନ୍ତି ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ରହିଛି । 9 ବା , 10 …
ଜୁନ୍ ୮ ତାରିଖ ମଧ୍ୟରେ ମୌସୁମୀ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି
କେନ୍ଦ୍ରୀୟ ଆରବ ସାଗର, କର୍ଣ୍ଣାଟକ, ଦକ୍ଷିଣ ମହାରାଷ୍ଟ୍ରର କିଛି ଅଞ୍ଚଳ, ତେଲଙ୍ଗାନାର କେତେକ ସ୍ଥାନ, ଉପକୂଳ ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ସହିତ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ମୌସୁମୀ ବାୟୁ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। କେନ୍ଦ୍ରୀୟ…
ପାଣିପାଗରେ ଚରମ ପରିବର୍ତ୍ତନ ,ଆଣିପାରେ ଖାଦ୍ୟ ସଙ୍କଟ
କୀଟପତଙ୍ଗମାନଙ୍କ ଦ୍ବାରା ପରାଗଣ ଉପରେ ନିର୍ଭର କରୁଥିବା ଖାଦ୍ୟଶସ୍ୟ ଓ ଅନ୍ୟାନ୍ୟ ଫଳମୂଳ ଉତ୍ପାଦନ ଭୀଷଣ ଭାବରେ ପ୍ରଭାବିତ ବୋଲି ଆମେରିକାର ଆର୍ଲିଂଟନ୍ସ୍ଥିତ ଟେକ୍ସାସ୍ ବିଶ୍ବବିଦ୍ୟାଳୟ ଓ ଭର୍ଜିନିଆର ରିନୋସ୍ଥିତ ନେଭାଡ଼ା ବିଶ୍ବବିଦ୍ୟାଳୟର ଗବେଷକମାନଙ୍କ ସଦ୍ୟ ଅନୁସନ୍ଧାନରୁ ଜଣାଯାଇଛି।…
ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ ପାଇଁ ପାଗ ଅନୁକୂଳ
ମୌସୁମୀ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର କେତେକ ଅଞ୍ଚଳରେ ଗତକାଲି କାଳବୈଶାଖୀ ବର୍ଷା ହୋଇଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା…
ଗରମ ସହ ଗୁଳୁଗୁଳିରେ ଅଧା ଓଡ଼ିଶା ଅସ୍ତବ୍ୟସ୍ତ
କେଉଁଠି ତତଲା ତ ଆଉ କେଉଁଠି କୋହଲା ପାଗ। କେତେକ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ଲଗାତାର ଗୋଟିଏ ସପ୍ତାହ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଏଭଳି ପାଗ ସାଧାରଣ ଲୋକଙ୍କ ଜୀବନଶୈଳୀକୁ ପ୍ରଭାବିତ କଲାଣି। ହଠାତ୍ ଗ୍ରୀଷ୍ମ ପ୍ରବାହ ବଢ଼ିବା ଯୋଗୁଁ ପଶ୍ଚିମ…
ଜଳୁଛି ପଶ୍ଚିମ ଓଡ଼ିଶା
ପଶ୍ଚିମ ଓଡ଼ିଶାରେ ଆହୁରି ଦୁଇ ଦିନ କଲବଲ କରିବ ଗ୍ରୀଷ୍ମପ୍ରବାହ । ପରେ କମିବ ତାତି । ଆଗାମୀ ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ଗ୍ରୀଷ୍ମଲହରୀ ନେଇ ଆଜି ପଶ୍ଚିମ ଓଡିଶାର ୫ ଜିଲ୍ଲା ବରଗଡ଼,…
ହିଟ୍ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ ହିଟ୍ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କୁ ରାଜସ୍ଥାନ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଅନୁପ କୁମାର…
ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…